Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ
ଆଜିର ଖବର

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବରହମପୁର: ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣାରେ ପୋଲିସ ୮ ଜଣଙ୍କୁ ଅଟକ ରଖି ପଚରାଉଚୁରା  କରୁଛି। ତେବେ ଏଇ 8 ଜଣଙ୍କ ମଧ୍ୟରେ ଜଣେ ଯୁବତୀ ରହିଥିବାର ସୂଚନା ରହିଛି। ଆହୁରି ମଧ୍ୟ ଏଇ ଅଭିଯୁକ୍ତଙ୍କ ମଧ୍ୟରେ ବ୍ୟବସାୟୀଙ୍କ ସମ୍ପର୍କୀୟ ମଧ୍ୟ ରହିଛନ୍ତି । ତେବେ ବ୍ୟବସାୟୀ ଜଣକ ଜମି ବ୍ୟବସାୟ କରୁଥିବାବେଳେ ଜମିଜମାକୁ ନେଇ ମଧ୍ୟ କିଛି ବିବାଦ ରହିଥିବାର ଶୁଣିବାକୁ ମିଳିଛି ।
ତେବେ ଅପହରଣ ହେବାର ସାତ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଅପହରଣକାରୀଙ୍କ ନିକଟରେ ପହଞ୍ଚି ନ ପାରିବା ପୋଲିସର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ଏହି ଘଟଣା ପଛରେ ଆହୁରି କିଛି ରହସ୍ୟ ରହିଛି । ଏହି ରହସ୍ୟ ଉନ୍ମୋଚନ ହୋଇପାରିଲେ ହତ୍ୟାକାଣ୍ଡର ସତ୍ୟତା ଜଣାପଡିବ । ଗତ କିଛିଦିନ ହେବ ବରହମପୁରରେ ଆଇନ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଷୁଡି ପଡିଥିବାର ଦେଖାଯାଉଛି।

ତେବେ ଏଇ ଘଟଣାରେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଗଭୀର ଦୁଃଖ ପ୍ରକାଶ କରିବା ସହିତ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। 

kindapping murderincident
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026
Latest News

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.