Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଡିଓ ଭାଇରାଲ କରି ୫ ଗିରଫ
ଆଜିର ଖବର

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର: ସଂକୀର୍ତ୍ତନ ମହିଳାଙ୍କ ଭିଡିଓ ଭାଇରାଲ ଅଭିଯୋଗରେ ୫ଜଣଙ୍କୁ ଗିରଫ କରିଛି ସମ୍ବଲପୁର ସାଇବର ପୋଲିସ । ସୋସିଆଲ ମିଡିଆରେ ଆପତ୍ତିଜନକ ଭିଡିଓ ଭାଇରାଲ କରିଥିଲେ । ଏହି ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ସୋନପୁରରୁ ଥିବାବେଳେ ୪ ଜଣ ସମ୍ବଲପୁରର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ, ସଂକୀର୍ତ୍ତନ ମହିଳାଙ୍କ ଆପତ୍ତିଜନକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଏହାପରେ ସାଇବାର ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। 

Cyber-crime
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ଉପକୂଳରେ ହେବ ସ୍ଥାପତ୍ୟ ପାର୍କ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନେଲେ ପ୍ରସ୍ତୁତି ବୈଠକ

July 24, 2026

ବାହୁଡା ଯାତ୍ରା: ଆରମ୍ଭ ହେଲା ପହଁଣ୍ଡି ବିଜେ, ଅପରାହ୍ନରେ ବାହୁଡିବେ ମହାପ୍ରଭୃ

July 24, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କର ମଧ୍ୟରାତ୍ରି ଭିଡିଓ ପାଇଁ କଂଗ୍ରେସ କ୍ଷୁବ୍ଧ: ମଲ୍ଲିକାର୍ଜୁନ କଲେ ଏହି ଦାବି

July 24, 2026

ଆଜି ରାଜ୍ୟ ସରକାର ଓ HCLTech ମଧ୍ୟରେ ସ୍ୱାକ୍ଷରିତ ହେବ ବୁଝାମଣାପତ୍ର

July 24, 2026
Latest News

NEET ପେପର ଲିକ୍ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ: ଉତ୍ତର ରଖିଲେ କେନ୍ଦ୍ର ସରକାର

July 24, 2026

୧୦ ବର୍ଷ ଜେଲଦଣ୍ଡ ଏବଂ ୧ କୋଟି ଟଙ୍କା ଜରିମାନା!: ପେପର ଲିକ୍ ବିରୋଧରେ ସରକାରଙ୍କ ଯୋଜନା କ’ଣ?

July 24, 2026

ଚିଲିକା ଉପକୂଳରେ ହେବ ସ୍ଥାପତ୍ୟ ପାର୍କ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନେଲେ ପ୍ରସ୍ତୁତି ବୈଠକ

July 24, 2026

“ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଆବଶ୍ୟକ,”: ସୋନମ ୱାଙ୍ଗଚୁକ୍ ଅନଶନ ଭାଙ୍ଗିବା ପରେ ମଧ୍ୟ ସିଜେପି ଅଟଳ

July 24, 2026

ବାହୁଡା ଯାତ୍ରା: ଆରମ୍ଭ ହେଲା ପହଁଣ୍ଡି ବିଜେ, ଅପରାହ୍ନରେ ବାହୁଡିବେ ମହାପ୍ରଭୃ

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.