Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜଧାନୀରେ ସିରିଜ ଦୁର୍ଘଟଣା
ଆଜିର ଖବର

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବରମୁଣ୍ଡା ଓଭରବ୍ରିଜ ଉପରେ ସିରିଜ ଦୁର୍ଘଟଣା ହୋଇଛି । ପିକଅପ ଭ୍ୟାନ ଦ୍ରୁତ ଗତିରେ ଆସି 3ଟି କାରକୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ବାଣିଜ୍ୟ ଓ ପରିବହନ ବିଭାଗର କାର କ୍ଷତିଗ୍ରସ୍ତ ହୋଇଛି । ଖଣ୍ଡଗିରି ପୋଲିସ ଦ୍ଵାରା 3 କାର ଓ ପିକଅପ ଭ୍ୟାନ ଜବତ କରାଯାଇଥିବାବେଳେ ଦୁଇ ଗୁରୁତର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପିକଅପ ଡ୍ରାଇଭର ଅଟକ ରଖାଯାଇଛି ।

accident
Share. Facebook Twitter LinkedIn Email WhatsApp Copy Link

Related Posts

Puri Rourkela Train Cancelled: ବାତିଲ ହେଲା ପୁରୀ ରାଉରକେଲା ଏକ୍ସପ୍ରେସ୍ ଟ୍ରେନ

May 15, 2026

CM Grievance Cell: ମଇ ୧୮ ଓ ୨୫ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

May 15, 2026

ସର୍ବନିମ୍ନ ସ୍ତରରେ ଭାରତୀୟ ଟଙ୍କା

May 15, 2026

Odisha DA Hike Announced: ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

May 15, 2026
Latest News

Puri Rourkela Train Cancelled: ବାତିଲ ହେଲା ପୁରୀ ରାଉରକେଲା ଏକ୍ସପ୍ରେସ୍ ଟ୍ରେନ

May 15, 2026

CM Grievance Cell: ମଇ ୧୮ ଓ ୨୫ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

May 15, 2026

ସର୍ବନିମ୍ନ ସ୍ତରରେ ଭାରତୀୟ ଟଙ୍କା

May 15, 2026

Odisha DA Hike Announced: ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

May 15, 2026

ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ର ଆଦିତ୍ୟ ଆଲୁମିନିୟମ ସମ୍ପ୍ରସାରଣ ପ୍ରସ୍ତାବକୁ ଜନ ଶୁଣାଣୀରେ ମିଳିଲା ସମର୍ଥନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.