Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏପ୍ରିଲ ୨୭ରୁ ଖରା ଛୁଟି : ଘରେ ରହି ପିଲାଏ କରିବେ ଆସାଇନମେଣ୍ଟ
ଆଜିର ଖବର

ଏପ୍ରିଲ ୨୭ରୁ ଖରା ଛୁଟି : ଘରେ ରହି ପିଲାଏ କରିବେ ଆସାଇନମେଣ୍ଟ

April 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପ୍ରବଳ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଏପ୍ରିଲ ୨୭ରୁ ଖରାଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ସମୟରେ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। କିନ୍ତୁ ଏହି ସମୟ ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା ଓ ଅନ୍ୟାନ୍ୟ ଅଫିସ କାର୍ଯ୍ୟ ଜାରି ରହିବ। ସେପଟେ ଯେଉଁ ସ୍କୁଲ ସରକାରଙ୍କ ନିର୍ଦ୍ଦେଶ ନମାନିବେ, କୌଣସି ଅସୁବିଧା ହେଲେ ସେମାନେ ଦାୟୀ ରହିବେ ବୋଲି ଚେତାଇ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ।

ଖରାଦିନ ଛୁଟିକୁ ପ୍ରାଥମିକ ସ୍କୁଲ ପିଲା କେମିତି ଉପଯୋଗ କରିବେ, ସେ ନେଇ ସ୍ବତନ୍ତ୍ର ପ୍ଲାନ୍ ଡିଜାଇନ କରିଛି ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ, ଓସେପା। ସମର ଭ୍ୟାକେସନରେ ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ଯାଏଁ ପିଲାଙ୍କ ପାଇଁ ତିଆରି ହୋଇଛି ସମର ଲର୍ଣ୍ଣିଂ ଆସାଇନମେଣ୍ଟ। ଛୁଟି ଆରମ୍ଭରୁ ଶେଷ ଯାଏଁ ଛାତ୍ରଛାତ୍ରୀମାନେ କିଭଳି ଘରି ରହି ମଧ୍ୟ ପାଠପଢ଼ା ସହ ଯୋଡ଼ି ହୋଇ ରହିବେ, ସେଥିପାଇଁ ସପ୍ତାହିକ ଆସାଇନମେଣ୍ଟର ବ୍ୟବସ୍ଥା ହୋଇଛି। ସମର ଲର୍ଣ୍ଣିଂ ଆସାଇନମେଣ୍ଟ ଓ ତଥା ଷ୍ଟଡି ମ୍ୟାଟେରିଆଲ ପ୍ରତି ସ୍କୁଲ ଓ ପିଲାଙ୍କ ପାଖରେ ପହଞ୍ଚାଇବାକୁ AI ଚାଟ୍ ବଟ୍ ର ଉପଯୋଗ କରାଯିବ ବୋଲି ସୂଚନା ରହିଛି ।
ଏତେ ଲମ୍ବା ସ୍କୁଲ ଛୁଟି ପିଲାଙ୍କ ପଢା ଉପରେ ଯେପରି ପ୍ରଭାବ ନ ପକେଇବ ସେଥିପ୍ରତି ଦୃଷ୍ଟି ଦିଆଯିବ ।

summerlearningassignment summervaccation
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.