Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବସ ଦୁର୍ଘଟଣାଗ୍ରସ୍ତ: ୧୫ ଆହତ
ଆଜିର ଖବର

ବସ ଦୁର୍ଘଟଣାଗ୍ରସ୍ତ: ୧୫ ଆହତ

April 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
  1. ବୌଦ୍ଧ: ବୌଦ୍ଧରୁ ବରଯାତ୍ରୀ ସାରି ଫେରୁଥିବା ବେଳେ ବସ ଦୁର୍ଘଟଣାଗ୍ରସ୍ତ। ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ମହାଦେବପାଳି ଫାଣ୍ଡି କର୍ତ୍ତଙ୍ଗ ଛକ ନିକଟରେ ବରଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁଘର୍ଟଣାରେ ୧୫ଜଣ ଆହତ ହୋଇଛନ୍ତି। ବରଗଡ଼ କମଗାଁ ଅଞ୍ଚଳରୁ ବରଯାତ୍ରୀ ବୌଦ୍ଧ ଅଞ୍ଚଳକୁ ଯାଇଥିଲେ। ଆହତ ୩ ଜଣଙ୍କୁ ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ୧୨ ଜଣଙ୍କୁ ସୁବର୍ଣ୍ଣପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
accident
Share. Facebook Twitter LinkedIn Email WhatsApp Copy Link

Related Posts

୨୭ ବର୍ଷ ଧରି ବ୍ରିଷ୍ଟଲରେ ଭାରତ ଅପରାଜୟ: ଆଜି କିଏ ନେବ ସଚିନ, ଦ୍ରାବିଡ ଏବଂ ରୋହିତଙ୍କ ସ୍ଥାନ?

July 9, 2026

Vice President in Odisha: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ଉପରାଷ୍ଟ୍ରପତି

July 9, 2026

ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ

July 9, 2026

ରେଳଯାତ୍ରୀଙ୍କ ଚୋରି ଅଳଙ୍କାର ଉଦ୍ଧାର: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

July 9, 2026
Latest News

ଆମେରିକା ଇରାନ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଖୁସି ଖବର: ବଡ଼ ଘୋଷଣା କଲା ଏହି ଦେଶ

July 9, 2026

୨୭ ବର୍ଷ ଧରି ବ୍ରିଷ୍ଟଲରେ ଭାରତ ଅପରାଜୟ: ଆଜି କିଏ ନେବ ସଚିନ, ଦ୍ରାବିଡ ଏବଂ ରୋହିତଙ୍କ ସ୍ଥାନ?

July 9, 2026

ସମଗ୍ର ବିଶ୍ୱ ବଜାରକୁ ଦୋହଲାଇ ଦେଲା ଟ୍ରମ୍ପଙ୍କ ବୟାନ: ବଢିଲା ଅଶୋଧିତ ତୈଳ ମୂଲ୍ୟ

July 9, 2026

Vice President in Odisha: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ଉପରାଷ୍ଟ୍ରପତି

July 9, 2026

ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.