Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ
ଆଜିର ଖବର

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଅର୍ଥାତ ସୋମବାର ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ହେବ ନାହିଁ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜନଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୟୁନିଟ-୨ ଅଶୋକନଗରସ୍ଥିତ ପୁରୁଣା ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ହେବାର ଥିଲା। ମାତ୍ର ଏବେ ଏହାକୁ ସ୍ଥଗିତ ରଖାଯାଇଛି ।  ଯେଉଁମାନେ ଏହିଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ କରିବା ପାଇଁ ଅନ୍‌ଲାଇନ୍‌ ପଞ୍ଜୀକରଣ କରିଥିଲେ ସେମାନଙ୍କ ପାଇଁ ଭୁବନେଶ୍ୱରଠାରେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଧାର୍ଯ୍ୟକରାଯିବ।

CM Grievance
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ଼ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

May 22, 2026

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026
Latest News

ଖୋର୍ଦ୍ଧା ରୋଡ଼ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

May 22, 2026

ଶୁକ୍ରବାରରେ ଏହି ତିନୋଟି ରାଶିର ବ୍ୟକ୍ତି ଗାଡି ଚଲାଇବା ବେଳେ ରୁହନ୍ତୁ ସାବଧାନ

May 22, 2026

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.