Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ୟାଙ୍କ ଟଙ୍କା ଦେଲାନି: ଭଉଣୀର ମୃତ ଶରୀର ଆଣିଲା ଭାଇ
ଆଜିର ଖବର

ବ୍ୟାଙ୍କ ଟଙ୍କା ଦେଲାନି: ଭଉଣୀର ମୃତ ଶରୀର ଆଣିଲା ଭାଇ

April 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ପାଟଣା ଥାନା ମଲ୍ଲିପଶି ଠାରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗ୍ରାମ୍ୟ ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭାଇ ଆଣିଲା ଭଉଣୀର ଶବ । ଦୁଇ ମାସ ତଳର ପୋତା ଯାଇଥିବା ଶବକୁ ଖୋଳି ନେଇ ଆସିଲା ଭାଇ । ଭଉଣୀ ମରିଯାଇଥିବା ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ବି ବ୍ୟାଙ୍କବାଲା ଶୁଣିନଥିଲେ । ଯାହାର ଆକାଉଣ୍ଟ ଅଛି ସେ ଆସିବାକୁ ପଡିବ ବୋଲି ବ୍ୟାଙ୍କ କହିଥିବାର ଅଭିଯୋଗ କରିଥିଲେ ଭାଇଜଣକ । ଏଭଳି ସମ୍ବେଦନଶୀଳ ଘଟଣା ନେଇ ସମ୍ପୃକ୍ତ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିନି ।

bank gramyabank
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁ ବାଇପୋଲ୍: ଟଙ୍କା ବଣ୍ଟନ ଅଭିଯୋଗକୁ ନେଇ ରାଜନୈତିକ ଚର୍ଚ୍ଚା

October 2, 2026

ଓମଫେଡ୍ ଗ୍ରାହକଙ୍କୁ ଝଟକା, ୪ ଟଙ୍କା ଯାଏ ବଢ଼ିବ କ୍ଷୀର ଦର

October 2, 2026

ଷ୍ଟକ୍ ବଜାରରେ ହାହାକାର! ୮ ସପ୍ତାହ ଧରି ଲଗାତାର କ୍ଷତି, ଜାଣନ୍ତୁ କାହିଁକି ଖସୁଛି ସେନସେକ୍ସ-ନିଫ୍ଟି

October 2, 2026

ଆଜିଠୁ ବିଜେଡିର ପଦଯାତ୍ରା : ଶକ୍ତି ଦେଖାଇବ ବିଜେଡି

October 2, 2026
Latest News

ତାମିଲନାଡୁ ବାଇପୋଲ୍: ଟଙ୍କା ବଣ୍ଟନ ଅଭିଯୋଗକୁ ନେଇ ରାଜନୈତିକ ଚର୍ଚ୍ଚା

October 2, 2026

ଓମଫେଡ୍ ଗ୍ରାହକଙ୍କୁ ଝଟକା, ୪ ଟଙ୍କା ଯାଏ ବଢ଼ିବ କ୍ଷୀର ଦର

October 2, 2026

ଷ୍ଟକ୍ ବଜାରରେ ହାହାକାର! ୮ ସପ୍ତାହ ଧରି ଲଗାତାର କ୍ଷତି, ଜାଣନ୍ତୁ କାହିଁକି ଖସୁଛି ସେନସେକ୍ସ-ନିଫ୍ଟି

October 2, 2026

ଆଜିଠୁ ବିଜେଡିର ପଦଯାତ୍ରା : ଶକ୍ତି ଦେଖାଇବ ବିଜେଡି

October 2, 2026

ହାଡ଼ ଦୁର୍ବଳ ହୋଇଯାଉଛି କି? ଜୀବନଶୈଳୀରେ କରନ୍ତୁ ଏହି ୭ଟି ପରିବର୍ତ୍ତନ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.