Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଲଟିଲା ବସ : ୨୦ ଗୁରୁତର
ଆଜିର ଖବର

ଓଲଟିଲା ବସ : ୨୦ ଗୁରୁତର

April 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ : ବାଲୁଗାଁ ଛେଡପଡା ନିକଟରେ ଓଲଟିଲା ବସ । ବସଟି ରାକାମାରୁ ନୟାଗଡ ଯିବାବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି । ବସରେ ଥିବା ୫୦ ଯାତ୍ରୀଙ୍କ ମଧ୍ୟରୁ ୨୦ ଜଣ ଗୁରୁତର ଥିବା ଜଣାପଡିଛି  । ଘଟଣାସ୍ଥଳରେ ଫତେଗଡ ପୋଲିସ ପହଞ୍ଚିଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବସ ଟି ଓଲଟିପଡିବା ପରେ ଘଟଣାସ୍ଥଳରେ ଗ୍ରାମବାସୀ ପହଞ୍ଚି ଲୋକଙ୍କୁ ବସରୁ ଯାତ୍ରୀଙ୍କୁ ବାହାର କରିବାରେ ସାହାଯ୍ୟ କରିଥିଲେ । 

accident
Share. Facebook Twitter LinkedIn Email WhatsApp Copy Link

Related Posts

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026

ଚମ୍ପୁଆରେ ଭୟାବହ ଭୂସ୍ଖଳନ: NH-520ର ବାରବାଙ୍କ ଘାଟିରେ ରାସ୍ତା ଅବରୋଧ

August 24, 2026

ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୬: କେରଳର କାଜିଆ ଲିଜ୍ ମେଜୋଙ୍କ ମୁଣ୍ଡରେ ବିଜୟ ମୁକୁଟ

August 24, 2026

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026
Latest News

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026

ଚମ୍ପୁଆରେ ଭୟାବହ ଭୂସ୍ଖଳନ: NH-520ର ବାରବାଙ୍କ ଘାଟିରେ ରାସ୍ତା ଅବରୋଧ

August 24, 2026

ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୬: କେରଳର କାଜିଆ ଲିଜ୍ ମେଜୋଙ୍କ ମୁଣ୍ଡରେ ବିଜୟ ମୁକୁଟ

August 24, 2026

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

କାହାକୁ ଅଧିକ କାମୁଡ଼େ ମଶା? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.