ବୌଦ୍ଧ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଟାଙ୍ଗିଆ ଓ ପନିକିରେ ଯୁବକକୁ ମରଣାନ୍ତକ ଆକ୍ରମଣ ହୋଇଥିବାର ସୂଚନା ରହିଛି । ଯୁବକଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି । ଯୁବକ ଜଣଙ୍କ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏପରି ଏକ ଘଟଣାବାଘପଲି ଗାଁରେ ଚୋରା ମଦ ବିକ୍ରିକୁ ବିରୋଧ କରିବାରୁ ଏହି ଆକ୍ରମଣ ହୋଇଥିବାର ସୂଚନା ରହିଛି। ମଦ ବିକ୍ରି କରୁଥିବା ଦୋକାନୀ ଏବଂ ତାଙ୍କ ପରିବାରକୁ ଆକ୍ରମଣ କରିଥିବାର ସୂଚନା ରହିଛି ।


