Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ
ଆଜିର ଖବର

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣାରେ RDC ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାର କାରଣ ଜାଣିବା ପାଇଁ ଏହି ନିର୍ଦ୍ଦେଶ ଦିଆଯାଇଛି । ଘଟଣା କାହିଁକି ଘଟିଲା ଓ ଏହାର ଯେପରି ପୁନରବୃତି ନ ହୁଏ ସେଥିପାଇଁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସଂପୂର୍ଣ୍ଣ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ରହିଛି। ଆସନ୍ତାକାଲି ଠାରୁ ଉତ୍ତରାଞ୍ଚଳ RDC ତଦନ୍ତ ଆରମ୍ଭ କରିବେ।

କେନ୍ଦୁଝର ଜିଲ୍ଲା ପାଟଣାର ଏହି ଉଦବେଗଜନକ ଘଟଣା ତୀବ୍ର ସମାଲୋଚିତ ହେବା ପରେ, ଜିତୁ ମୁଣ୍ଡାଙ୍କ ପାଖରେ ପହଞ୍ଚିଛି ପ୍ରଶାସନ । ଏପରିକି ଏହି ଘଟଣାରେ ମୁଖମନ୍ତ୍ରୀ ନିଜେ ହସ୍ତକ୍ଷେପ କରିଥିଲେ। ଏହା ପରେ ଜିତୁ ତାଙ୍କ ଭଉଣୀ ବ୍ୟାଙ୍କରେ ଜମା କରିଥିବା ଟଙ୍କା ଫେରିପାଇଥିଲେ ।  କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ ଡିଆନାଳି ଗାଁକୁ ଯାଇ ଜିତୁଙ୍କୁ ତାଙ୍କ ଭଉଣୀ ଜମା କରିଥିବା ପ୍ରାୟ ୧୯ ହଜାର ଟଙ୍କା ସହିତ ରେଡ୍‌କ୍ରସ୍ ପାଣ୍ଠିରୁ ଆଉ ୩୦ ହଜାର ଟଙ୍କାର ସହାୟତା ମଧ୍ୟ ପ୍ରଦାନ କରାଯାଇଛି । ଜାତୀୟ ମାନବାଧିକାର କମିସନଙ୍କ ନିକଟରେ ମଧ୍ୟ ଏହି ଘଟଣାକୁ ନେଇ ମାମଲା ରୁଜୁ ହେବା ସହ ତଦନ୍ତ ଦାବି କରାଯାଇଛି । 

Keonjhar Patna Bank dead body incident RDCinvestigation
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026

ଆୟୁର୍ବେଦ, ହୋମିଓପାଥିକ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଦରମା ବୃଦ୍ଧି

April 28, 2026
Latest News

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026

ଆୟୁର୍ବେଦ, ହୋମିଓପାଥିକ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଦରମା ବୃଦ୍ଧି

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.