Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପଶ୍ଚିମବଙ୍ଗ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ
ଆଜିର ଖବର

ଆଜି ପଶ୍ଚିମବଙ୍ଗ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ

April 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗ: ଆଜି ପଶ୍ଚିମବଙ୍ଗ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ । ୧୪୨ ଆସନରେ ନେତା ବାଛିବେ ମତଦାତା । ଉତ୍ତର ଓ ଦକ୍ଷିଣ କୋଲକାତା ସହ ହାୱଡ଼ା, ନର୍ଥ ଓ ସାଉଥ୍ ୨୪ ପ୍ରଗଣା, ନଦିଆ, ହୁଗୁଳି ଏବଂ ପୂର୍ବ ବର୍ଦ୍ଧମାନ ଭଳି ବିଧାନସଭା ସିଟରେ ହେଉଛି ଫାଇଟ୍। ଯାହା ମଧ୍ୟରେ ରହିଛି ହାଇଭୋଲଟେଜ୍ ଭବାନୀପୁର ଆସନ। ଯେଉଁଠି ତୃଣମୂଳ କଂଗ୍ରେସ ମୁଖିଆ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟକ୍କର ଦେଉଛନ୍ତି ବିରୋଧୀଦଳ ନେତା ତଥା ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀ।

୨୯୪ ଆସନ ବିଶିଷ୍ଟ ବେଙ୍ଗଲ ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟାୟ ଏପ୍ରିଲ୍ ୨୩ରେ ୧୫୨ ଆସନରେ ପଡ଼ିଥିଲା ଭୋଟ୍। ପ୍ରଥମ ପର୍ଯ୍ୟାୟରେ ୯୧.୭୮ ପ୍ରତିଶତ ଭୋଟିଂ ହୋଇଥିଲା । ବେଙ୍ଗଲ ଦଖଲ ପାଇଁ ବିଜେପି ଜବରଦସ୍ତ ପ୍ରଚାର କରିଥିବାବେଳେ କ୍ଷମତା ବଜାୟ ରଖିବାକୁ ଟିଏମସି ବି ଜୀ-ଜାନ୍ ଲଗାଇଛି। ତେବେ ମେ ୪ ତାରିଖ ଫଳାଫଳ ଉପରେ ରହିଛି ସାରା ଦେଶର ନଜର।

ପଶ୍ଚିମ ବଙ୍ଗରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବେଳେ ବ୍ୟାପକ ହିଂସା ପରେ ଦ୍ବିତୀୟ ପର୍ଯ୍ୟାୟ ପାଇଁ ସବୁଠି ସୁରକ୍ଷା ପୂରା ଟାଇଟ୍। ବିଭିନ୍ନ ରାଜ୍ୟରୁ ବହୁ ଦକ୍ଷ ଆଇପିଏସ୍ ଅଫିସରଙ୍କୁ ଭିନ୍ନ ଭିନ୍ନ ନିର୍ବାଚନ କ୍ଷେତ୍ର ପାଇଁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ନିର୍ବାଚନ କମିଶନ।

westbengalelection
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ଇରାନ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଖୁସି ଖବର: ବଡ଼ ଘୋଷଣା କଲା ଏହି ଦେଶ

July 9, 2026

୨୭ ବର୍ଷ ଧରି ବ୍ରିଷ୍ଟଲରେ ଭାରତ ଅପରାଜୟ: ଆଜି କିଏ ନେବ ସଚିନ, ଦ୍ରାବିଡ ଏବଂ ରୋହିତଙ୍କ ସ୍ଥାନ?

July 9, 2026

ସମଗ୍ର ବିଶ୍ୱ ବଜାରକୁ ଦୋହଲାଇ ଦେଲା ଟ୍ରମ୍ପଙ୍କ ବୟାନ: ବଢିଲା ଅଶୋଧିତ ତୈଳ ମୂଲ୍ୟ

July 9, 2026

ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ

July 9, 2026
Latest News

ଆମେରିକା ଇରାନ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଖୁସି ଖବର: ବଡ଼ ଘୋଷଣା କଲା ଏହି ଦେଶ

July 9, 2026

୨୭ ବର୍ଷ ଧରି ବ୍ରିଷ୍ଟଲରେ ଭାରତ ଅପରାଜୟ: ଆଜି କିଏ ନେବ ସଚିନ, ଦ୍ରାବିଡ ଏବଂ ରୋହିତଙ୍କ ସ୍ଥାନ?

July 9, 2026

ସମଗ୍ର ବିଶ୍ୱ ବଜାରକୁ ଦୋହଲାଇ ଦେଲା ଟ୍ରମ୍ପଙ୍କ ବୟାନ: ବଢିଲା ଅଶୋଧିତ ତୈଳ ମୂଲ୍ୟ

July 9, 2026

Vice President in Odisha: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ଉପରାଷ୍ଟ୍ରପତି

July 9, 2026

ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.