Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି
ଆଜିର ଖବର

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅନୁଗୁଳ : ମହିଳା ହାବିଲଦାରଙ୍କୁ ନିର୍ଯାତନା ଘଟଣାରେ କାର୍ଯ୍ୟାନୁଷ୍ଠାନ । ରିଜର୍ଭ ଇନ୍ସପେକ୍ଟର ଗୋବିନ୍ଦ ମାହାରୀଙ୍କୁ ବଦଳି କରାଯାଇଛି। ଗୋବିନ୍ଦଙ୍କ ନାଁରେ ମହିଳା ହାବିଲଦାର ମାନସିକ ନିର୍ଯାତନା ଦେଉଥିବାର ଅଭିଯୋଗ କରିଥିଲେ। ନ୍ୟାୟ ନ ମିଳିବାରୁ ଅନୁଗୁଳ ଏସପି ଅଫିସ ସମ୍ମୁଖରେ ଧାରଣା ଦେଇଥିଲେ । ଅନୁଗୁଳରୁ କଳାହାଣ୍ଡିକୁ ରିଜର୍ଭ ଇନ୍ସପେକ୍ଟର ବଦଳି କରାଯାଇଛି। ଅନୁଗୁଳ ଏସପି ଙ୍କ ସୁପାରିସ କ୍ରମେ କଳାହାଣ୍ଡିକୁ ବଦଳି କରାଯାଇଛି ।

female habildar ReservedInspector Torture
Share. Facebook Twitter LinkedIn Email WhatsApp Copy Link

Related Posts

ଭୂସ୍ଖଳନ ମୃତାହତ ରୋକିବାକୁ ଯୋଜନା, ଲୋକଙ୍କୁ ସ୍ଥାନାନ୍ତର ପାଇଁ ନିଷ୍ପତ୍ତି

November 4, 2026

ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି: ପ୍ରଭାବିତ ପରିବାରଙ୍କ ପାଇଁ ୧୦୭ କୋଟିରୁ ଅଧିକ ଟଙ୍କା ମଞ୍ଜୁର କଲେ ରାଜ୍ୟ ସରକାର

November 4, 2026

ଓସିଏସ୍ ପରୀକ୍ଷା: ସତ୍ୟପାଠ ମାଗିଲେ ହାଇକୋର୍ଟ

November 4, 2026

ନଭେମ୍ବର ୭ ଯାଏଁ ଗଞ୍ଜାମର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି

November 4, 2026
Latest News

ଭୂସ୍ଖଳନ ମୃତାହତ ରୋକିବାକୁ ଯୋଜନା, ଲୋକଙ୍କୁ ସ୍ଥାନାନ୍ତର ପାଇଁ ନିଷ୍ପତ୍ତି

November 4, 2026

ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି: ପ୍ରଭାବିତ ପରିବାରଙ୍କ ପାଇଁ ୧୦୭ କୋଟିରୁ ଅଧିକ ଟଙ୍କା ମଞ୍ଜୁର କଲେ ରାଜ୍ୟ ସରକାର

November 4, 2026

ଓସିଏସ୍ ପରୀକ୍ଷା: ସତ୍ୟପାଠ ମାଗିଲେ ହାଇକୋର୍ଟ

November 4, 2026

ନଭେମ୍ବର ୭ ଯାଏଁ ଗଞ୍ଜାମର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି

November 4, 2026

୮୮ ବର୍ଷ ବୟସରେ ପୂର୍ବତନ ମନ୍ତ୍ରୀ ରସବିହାରୀ ବେହେରାଙ୍କ ପରଲୋକ

November 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.