Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି
ଆଜିର ଖବର

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା:  ଖୋର୍ଦ୍ଧା ଜିଲ୍ଲା ପୋଲିସ ଇନ୍ସପେକ୍ଟର ସ୍ତରରେ ଏକ ଛୋଟ ଅଦଳବଦଳ ହୋଇଛି । ଏ ନେଇ ଜିଲ୍ଲା ପୋଲିସ ମୁଖ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ମୁତାବକ ନାଚୁଣୀ ଥାନା ଆଇଆଇସି ଚନ୍ଦ୍ରଶେଖର ଜେନାଙ୍କ ଖୋର୍ଦ୍ଧା ସାଇବର କ୍ରାଇମ ଓ ଇକୋନୋମିକ ଅଫେନ୍ସ ଥାନାକୁ ବଦଳି ହୋଇଥିବାବେଳେ ଖୋର୍ଦ୍ଧା ସାଇବର କ୍ରାଇମ ଓ ଇକୋନୋମିକ ଅଫେନ୍ସ ଥାନା ଆଇଆଇସି ବିଭୁତି ଭୂଷଣ ମହାପାତ୍ରଙ୍କ ନାଚୁଣୀ ଥାନା ଆଇଆଇସି ରୂପେ ବଦଳି ହୋଇଛି । ସେହିପରି ଭାବେ ଟାଙ୍ଗୀ ଅତିରିକ୍ତ ଆଇଆଇସି ଶ୍ରଦ୍ଧା ନାୟକଙ୍କ ବାଲୁଗାଁ ଥାନା ଆଇଆଇସି ଭାବେ ବଦଳି ହୋଇଥିବା ବେଳେ ବାଲୁଗାଁ ଥାନା ଆଇଆଇସି ଜୟପ୍ରକାଶ ପରିଡ଼ାଙ୍କ ବାଣପୁର ଥାନା ଆଇଆଇସି ଭାବେ ବଦଳି ହୋଇଛି ।  ଅନୁରୂପ ଭାବେ ବାଣପୁର ଥାନା ଆଇଆଇସି ରମେଶ କୁମାର ଦେଵାତଙ୍କ ଖୋର୍ଦ୍ଧା ଜିଲ୍ଲା ପୋଲିସ ମୁଖ୍ୟାଳୟ ଡ଼ିସିଆରବି ବିଭାଗକୁ ବଦଳି ହୋଇଛି ।  ସେହିପରି ଭାବେ ଇନ୍ସପେକ୍ଟର ମମତା ପତିଙ୍କ ଜିଲ୍ଲା ପୋଲିସ ମୁଖ୍ୟାଳୟ ଇହାତୁ ବିଭାଗରୁ ଆଇୟୁସିଏଡବ୍ଲୁ ବିଭାଗକୁ ବଦଳି ହୋଇଥିବାବେଳେ ଇନ୍ସପେକ୍ଟର ଶମ୍ଭୁନାଥ ନାୟକଙ୍କ ଜିଲ୍ଲା ପୋଲିସ ମୁଖ୍ୟାଳୟ ଡ଼ିଆଇବି ବିଭାଗରୁ ଇହାତୁ ବିଭାଗକୁ ବଦଳି ହୋଇଛି ।

policeinspector reshuffle
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026
Latest News

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026

ଚାନ୍ଦପୁର ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.