Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ
ଆଜିର ଖବର

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ସନ୍ଧ୍ୟା ୫ଟା ସୁଦ୍ଧା ୮୮.୯୯ ପ୍ରତିଶତ ମତଦାନ ହୋଇଛି। ହୁଗୁଳି ରେ ୯୦.୩୪%, ହାୱଡାରେ ୮୯.୪୪%, କୋଲକାତା ଉତ୍ତରରେ ୮୭.୭୭% ଏବଂ କୋଲକାତା ଦକ୍ଷିଣରେ ୮୬.୧୧% ମତଦାନ ହୋଇଛି। ନଦିଆରେ ୯୦.୨୮%, ଉତ୍ତର ୨୪ ପରଗନାରେ ୮୯.୭୪%, ପୂର୍ବ ବର୍ଦ୍ଧମାନରେ ସର୍ବାଧିକ ୯୨.୪୬% ଏବଂ ଦକ୍ଷିଣ ୨୪ ପରଗନାରେ ୮୯.୫୭% ମତଦାନ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିର୍ବାଚନମଣ୍ଡଳୀ ଭବାନୀପୁରରେ ୮୫.୫୧% ମତଦାନ ହୋଇଛି। 
୨୯୪ ଆସନ ବିଶିଷ୍ଟ ବେଙ୍ଗଲ ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟାୟ ଏପ୍ରିଲ୍ ୨୩ରେ ୧୫୨ ଆସନରେ ପଡ଼ିଥିଲା ଭୋଟ୍। ପ୍ରଥମ ପର୍ଯ୍ୟାୟରେ ୯୧.୭୮ ପ୍ରତିଶତ ଭୋଟିଂ ହୋଇଥିଲା । ବେଙ୍ଗଲ ଦଖଲ ପାଇଁ ବିଜେପି ଜବରଦସ୍ତ ପ୍ରଚାର କରିଥିବାବେଳେ କ୍ଷମତା ବଜାୟ ରଖିବାକୁ ଟିଏମସି ବି ଜୀ-ଜାନ୍ ଲଗାଇଛି। ତେବେ ମେ ୪ ତାରିଖ ଫଳାଫଳ ଉପରେ ରହିଛି ସାରା ଦେଶର ନଜର।

Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026
Latest News

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026

ଚାନ୍ଦପୁର ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.