Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ
ଆଜିର ଖବର

ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ

April 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଡାବୁଗାଁ: ଡାବୁଗାଁ ଥାନାରେ ଅଭିଯୁକ୍ତ ଆତ୍ମହତ୍ୟା ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ । ଏସଆଇ ଓ ଦୁଇ କନେଷ୍ଟବଳଙ୍କୁ ସସପେଣ୍ଡ କାଲେ ନବରଙ୍ଗପୁର ଏସପି । ଏହି ଘଟଣାରେ ଜଣେ ସବ ଇନ୍ସପେକ୍ଟର ଓ ଦୁଇ କନେଷ୍ଟବଳ ନିଲମ୍ବିତ ହୋଇଛନ୍ତି । ଏସଆଇ ବିକ୍ରମ ସାହୁ, କନେଷ୍ଟବଳ କର୍ଣ୍ଣ ପୂଜାରୀ ଓ ବୁଦୁରାମ ମାଝିଙ୍କୁ ନିଲମ୍ବିତ କରାଯାଇଛି । କାର୍ଯ୍ୟରେ ଅବହେଳା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆ ଯାଇଛି ।

suspend
Share. Facebook Twitter LinkedIn Email WhatsApp Copy Link

Related Posts

ମ୍ୟାଲେରିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

August 31, 2026

ପରଲୋକରେ ଓଡିଶା କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

August 31, 2026

ଖାତାରେ ନାହିଁ ୪ ଟଙ୍କା ରାମ ମନ୍ଦିରକୁ ଦାନ କଲେ ୪ କୋଟି: ଚେକ୍ ବାଉନ୍ସ ଯୋଗୁଁ ଅଡୁଆରେ ମହିଳା ଭକ୍ତ

August 31, 2026

ଆଇପିଏଲରୁ ହଟିବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’!: ବଡ଼ ପଦକ୍ଷେପ ନେବ ବିସିସିଆଇ

August 31, 2026
Latest News

ମ୍ୟାଲେରିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

August 31, 2026

ପରଲୋକରେ ଓଡିଶା କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

August 31, 2026

ଖାତାରେ ନାହିଁ ୪ ଟଙ୍କା ରାମ ମନ୍ଦିରକୁ ଦାନ କଲେ ୪ କୋଟି: ଚେକ୍ ବାଉନ୍ସ ଯୋଗୁଁ ଅଡୁଆରେ ମହିଳା ଭକ୍ତ

August 31, 2026

ଆଉ ବଢିବ ନାହିଁ ଚିନି ମୂଲ୍ୟ!: ଯୋଗାଣ ଉପରେ ବଡ଼ ନିଷ୍ପତ୍ତି ନେଲେ ସରକାର

August 31, 2026

ଆଇପିଏଲରୁ ହଟିବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’!: ବଡ଼ ପଦକ୍ଷେପ ନେବ ବିସିସିଆଇ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.