Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ
ଆଜିର ଖବର

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଆ କାବ୍ୟ ପୁରାଣ "ନୃସିଂହାବତାରମ୍" ଉନ୍ମୋଚନ
ଓଡ଼ିଆ କାବ୍ୟ ପୁରାଣ "ନୃସିଂହାବତାରମ୍" ଉନ୍ମୋଚନ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ ଅବସରରେ ବ୍ରହ୍ମପୁର କମାପଲ୍ଲୀ ସ୍ଥିତ ନୃସିଂହ ମନ୍ଦିର ପରିସରରେ କବି ଶ୍ରୀମାନ ରାଇରଞ୍ଜନ ନନ୍ଦଙ୍କ ନରସିଂହ ଚରିତ ରଚିତ ଏକ କ୍ଷୁଦ୍ର କାବ୍ୟ ତଥା ପୁରାଣ “ନୃସିଂହାବତାରମ୍” ର ଶୁଭ ଉନ୍ମୋଚନ ବୁଦ୍ଧିଜୀବୀଙ୍କ ଗହଣରେ ପ୍ରଭୁ ଶ୍ରୀ ନରସିଂହଙ୍କ ଆଶୀର୍ବାଦରେ ତାଙ୍କରି ପାଦପଦ୍ମରେ ସମର୍ପଣ ପୂର୍ବକ ଉନ୍ମୋଚନ ହୋଇଛି। ପ୍ରକାଶକ ତଥା ଆଇନଜିବୀ ପ୍ରଣବ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆକାଶ ବାଣୀ ପୂର୍ବତନ ନିର୍ଦ୍ଦେଶକ ହୃଷୀକେଶ ପାଣିଗ୍ରାହୀ, ବ୍ରହ୍ମପୁର ଷ୍ଟେସନ ମହା ପ୍ରବନ୍ଧକ ଦୁର୍ଗାପ୍ରସାଦ ବ୍ରହ୍ମା, କର୍ପୋରେଟର ସୁରେନ୍ଦ୍ର ମହାରଣା, ସୁନୀତା ପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ସୁଦୀପ୍ ସାହୁ, ଶ୍ରଦ୍ଧା ଫାଉଣ୍ଡେସନ ସମ୍ପାଦିକା ଶ୍ରଦ୍ଧାଞ୍ଜଳି ପାଢ଼ୀ , ବିମଳ କୁଣ୍ଡୁ , ସୁଶ୍ରୀ ସ୍ଵାତୀରାଣୀ, ସୁଶ୍ରୀ ବିଦ୍ୟୁତପ୍ରଭା ପ୍ରମୁଖ ଉପସ୍ଥିତ ଥିଲେ। ମନ୍ଦିର ପରିଚାଳନା କତୁର୍ପକ୍ଷଙ୍କ ସହଯୋଗରେ ପୁସ୍ତକ ଉନ୍ମୋଚନ କାର୍ଯ୍ୟଟି ସୁଚାରୁ ରୂପେ ସମ୍ପାଦିତ ହୋଇ ପାରିଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026

ଚାନ୍ଦପୁର ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 21, 2026

ଚାହିଦା ବୃଦ୍ଧି ସମୟରେ ନିରବିଚ୍ଛିନ୍ନ ଇନ୍ଧନ ଯୋଗାଣ ସୁନିଶ୍ଚିତ କରୁଛନ୍ତି ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀ

May 21, 2026
Latest News

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026

ଚାନ୍ଦପୁର ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 21, 2026

ଚାହିଦା ବୃଦ୍ଧି ସମୟରେ ନିରବିଚ୍ଛିନ୍ନ ଇନ୍ଧନ ଯୋଗାଣ ସୁନିଶ୍ଚିତ କରୁଛନ୍ତି ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀ

May 21, 2026

ଭୁବନେଶ୍ୱର ସମେତ ତିନି ନୂଆ କେନ୍ଦ୍ରକୁ ବାଛିଲେ ୨୩,୦୦୦ ୟୁପିଏସସି ସିଭିଲ ସେବା (ପ୍ରାରମ୍ଭିକ) ପରୀକ୍ଷାର୍ଥୀ

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.