Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମେ’ ତୃତୀୟ ସପ୍ତାହରେ +୨ ରେଜଲ୍ଟ
ଆଜିର ଖବର

ମେ’ ତୃତୀୟ ସପ୍ତାହରେ +୨ ରେଜଲ୍ଟ

May 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର : ମେ’ ତୃତୀୟ ସପ୍ତାହରେ ବାହାରିବ +୨ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ଆସନ୍ତାକାଲି ପ୍ରକାଶ ପାଇବ ବିଏସ୍‌ଇ ମାଟ୍ରିକ ରେଜଲ୍ଟ। ଏଥର ଓଡ଼ିଆରେ ମିଳିବ ମାଟ୍ରିକ୍ ସାର୍ଟିଫିକେଟ୍। ଉଭୟ ଓଡ଼ିଆ ଓ ଇଂରାଜୀରେ ଉପଲବ୍ଧ ହେବ ମାଟ୍ରିକ ସାର୍ଟିଫିକେଟ୍ । ଛାତ୍ରଛାତ୍ରୀ ମାନେ ଅଫିସିଆଲ୍ ୱେବସାଇଟ୍ www.bseodisha.ac.inରେ ରେଜଲ୍ଟ ଦେଖିପାରିବେ। ଇଣ୍ଟରନେଟ୍ ନ ଥିବା ଅଞ୍ଚଳରେ ରୋଲ୍ ନଂକୁ SMS କରି ରେଜଲ୍ଟ ଜାଣିହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Latest News

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.