Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ପଶ୍ଚିମବଙ୍ଗରେ ପୁଣି ମତଦାନ
ଆଜିର ଖବର

ଆସନ୍ତାକାଲି ପଶ୍ଚିମବଙ୍ଗରେ ପୁଣି ମତଦାନ

May 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗର ନିର୍ବାଚନ ଫଳାଫଳ ମେ ୪ରେ ବାହାରିବାକୁ ଥିବାବେଳେ ଆସନ୍ତାକାଲି ପୁଣିଥରେ ମତଦାନ ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । 
ମିଳିଥିବା ସୂଚନା ଅନୁସାରେ ଦକ୍ଷିଣ ୨୪ ପରଗନାର ୧୫ଟି ପୋଲିଂ ବୁଥରେ ପୁନଃ ମତଦାନ ଅନୁଷ୍ଠିତ ହେବ। ମଗ୍ରାହାଟ ପଶ୍ଚିମର ୧୧ଟି ପୋଲିଂ ବୁଥରେ ଏବଂ ଡାଇମଣ୍ଡ ହାର୍ବରର ୪ଟି ପୋଲିଂ ବୁଥରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଦାନ ଅନୁଷ୍ଠିତ ହେବ। ଏହି ଆସନଗୁଡ଼ିକ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ଏପ୍ରିଲ ୨୯ରେ ମତଦାନ ହୋଇଥିଲା, ମାତ୍ର ଏଠାରେ ଠିକ ଭାବରେ  ମତଦାନ  ହୋଇନଥିବାର  ଅଭିଯୋଗ  ହୋଇଛି। ଏହା ପରେ ନିର୍ବାଚନ କମିଶନ ପଦକ୍ଷେପ ନେଇ ଏହାକୁ ବାତିଲ କରି ପୁନଃ ମତଦାନ ଘୋଷଣା କରିଛନ୍ତି।

repoling westbengalelection
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣାତ୍ମକ ଅନୁବାଦ ଓ ବହୁଭାଷୀ ଯୋଗାଯୋଗ ସୁଦୃଢ଼ୀକରଣ ଉପରେ ପିଆଇବିର ଗୁରୁତ୍ୱ

July 29, 2026

ବାଙ୍କିପୁର ଉପନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳର ୨୦ ନେତା ଗିରଫ

July 29, 2026

ରଥଯାତ୍ରାରେ ପ୍ରାୟ ୧୩ ଲକ୍ଷ ଭକ୍ତଙ୍କୁ ସଫଳତାର ସହ ପରିଚାଳନା କଲା ପୂର୍ବତଟ ରେଳପଥ

July 29, 2026

ରାଜ୍ୟ ନିର୍ବାଚନ କାର୍ଯ୍ୟାଳୟ ଉପ ନିର୍ବାଚନ ଅଧିକାରୀ ଏସଆଇଆର କାର୍ଯ୍ୟ ସମୀକ୍ଷା

July 29, 2026
Latest News

ଗୁଣାତ୍ମକ ଅନୁବାଦ ଓ ବହୁଭାଷୀ ଯୋଗାଯୋଗ ସୁଦୃଢ଼ୀକରଣ ଉପରେ ପିଆଇବିର ଗୁରୁତ୍ୱ

July 29, 2026

ବାଙ୍କିପୁର ଉପନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳର ୨୦ ନେତା ଗିରଫ

July 29, 2026

ରଥଯାତ୍ରାରେ ପ୍ରାୟ ୧୩ ଲକ୍ଷ ଭକ୍ତଙ୍କୁ ସଫଳତାର ସହ ପରିଚାଳନା କଲା ପୂର୍ବତଟ ରେଳପଥ

July 29, 2026

ରାଜ୍ୟ ନିର୍ବାଚନ କାର୍ଯ୍ୟାଳୟ ଉପ ନିର୍ବାଚନ ଅଧିକାରୀ ଏସଆଇଆର କାର୍ଯ୍ୟ ସମୀକ୍ଷା

July 29, 2026

ଖଡ଼ଗପୁର ମଣ୍ଡଳରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.