Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିତୁ ମୁଣ୍ଡା ଘଟଣା : ନିର୍ମଳାଙ୍କୁ ଚିଠି ଲେଖିଲେ ନବୀନ
ଆଜିର ଖବର

ଜିତୁ ମୁଣ୍ଡା ଘଟଣା : ନିର୍ମଳାଙ୍କୁ ଚିଠି ଲେଖିଲେ ନବୀନ

May 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ନବୀନ । କେନ୍ଦୁଝର ଜିଲ୍ଲାର ଓଡିଶା ଗ୍ରାମ୍ୟ ବ୍ୟାଙ୍କର ମଲିପୋଷି ଶାଖା ସମ୍ପର୍କରେ ମଧ୍ୟ ସେ ଉଲ୍ଲେଖ କରିଛନ୍ତି । ଏପରି ତ୍ରୁଟି ପାଇଁ କିଏ ଦାୟୀ ତାହା ତୁରନ୍ତ ସ୍ଥିର କରାଯାଉ । ଏହା ଗ୍ରାମୀଣ ବ୍ୟାଙ୍କଗୁଡିକୁ ନାଗରିକ କେନ୍ଦ୍ରିକ ସେବା ପ୍ରଦାନକୁ ସହଜ କରିବ ବୋଲି ଉଲ୍ଲେଖ କରିଛନ୍ତି ।
ସୂଚନାଯୋଗ୍ୟ, ଜିତୁ ମୁଣ୍ଡାଙ୍କ ଘଟଣାରେ ସରକାର RDC ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । RDC ଏହି ଘଟଣାରେ ବ୍ୟାଙ୍କକୁ ଦାୟୀ କରିଛନ୍ତି । ଅପରପକ୍ଷରେ ଆରଡ଼ିସିଙ୍କ ଏହି ତଦନ୍ତକୁ ବ୍ୟାଙ୍କ ସଂଘ ଚ୍ୟାଲେଞ୍ଜ କରିଛି।

jitumunda naveen pattanayak Nirmal Sitharaman
Share. Facebook Twitter LinkedIn Email WhatsApp Copy Link

Related Posts

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026

ବାଇକ୍-ଟ୍ରଲି ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

September 15, 2026

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026
Latest News

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026

ବାଇକ୍-ଟ୍ରଲି ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

September 15, 2026

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.