Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ : ପାସ୍ ହାର ୯୫.୩୩ ପ୍ରତିଶତ
ଆଜିର ଖବର

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ : ପାସ୍ ହାର ୯୫.୩୩ ପ୍ରତିଶତ

May 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଛି । ବୋର୍ଡ କାର୍ଯ୍ୟାଳୟରେ ବିଧିବଦ୍ଧ ରେଜଲ୍ଟ ପ୍ରକାଶ କରାଯାଇଛି। ରେଜଲ୍ଟ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଚଳିତ ବର୍ଷ ମାଟ୍ରିକ୍ ପାସ୍ ହାର ୯୫.୩୩ ପ୍ରତିଶତ ରହିଛି। ୫ ଲକ୍ଷ ୧୯ ହଜାର ୨୫୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ A1 ଗ୍ରେଡରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି A2 ଗ୍ରେଡରେ ୧୫,୬୮୧, B1 ଗ୍ରେଡରେ ୪୩,୫୬୫, B2 ଗ୍ରେଡରେ ୮୬,୧୦୩ , C ଗ୍ରେଡରେ ୧,୨୯,୮୦୩, D ଗ୍ରେଡରେ ୧,୪୬,୧୫୨, E ଗ୍ରେଡରେ ୯୫,୪୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛି।

ସେହିପରି ଗଜପତି ଜିଲ୍ଲାରେ ପାସ ହାର ସର୍ବାଧିକ ରହିଛି। ସବୁଠୁ କମ୍ ପାସ୍ ହାର କେନ୍ଦୁଝର ଜିଲ୍ଲାରେ ରହିଛି। ୩୩୧୦ ବିଦ୍ୟାଳୟରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି। ୩ଟି ବିଦ୍ୟାଳୟର ଶୂନ୍ୟ ରେଜଲ୍ଟ ହୋଇଛି । 
ସେହିପରି  ଚଳିତ ବର୍ଷ ମଧ୍ୟମାରେ ୮୭.୩% ଉତ୍ତୀର୍ଣ୍ଣ ହୋଇଛନ୍ତି। ମଧ୍ୟମାରେ ୨ହଜାର ୯୮୨ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨ହଜାର ୯୩୧ ଜଣ ପାସ୍ କରିଛନ୍ତି। ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ପାସ୍ ହାର ୫୯.୮୨% ରହିଥିବା ବେଳେ ପରୀକ୍ଷା ଦେଇଥିଲେ ୧୦,୦୪୩, ସେଥିମଧ୍ୟରୁ ୭ହଜାର ୪୦୫ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି

matric result
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Latest News

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.