Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»2 ଜି ଇଣ୍ଟରନେଟ ସେବା ସହିତ ଜମ୍ମୁରେ ଭଏସ୍‌ କଲ୍‌ ସେବା ଆରମ୍ଭ : ରଜୌରୀରୁ ଉଠିଲା ଧାରା 144
ଆଜିର ଖବର

2 ଜି ଇଣ୍ଟରନେଟ ସେବା ସହିତ ଜମ୍ମୁରେ ଭଏସ୍‌ କଲ୍‌ ସେବା ଆରମ୍ଭ : ରଜୌରୀରୁ ଉଠିଲା ଧାରା 144

August 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ କାଶ୍ମୀରର ବିଭିନ୍ନ ଅଞ୍ଚଳରୁ ଧାରା 144 ଉଠିବା ପରେ ଧିରେ ଧିରେ ପରସ୍ଥିତି ସ୍ବାଭାବିକ ହେବାରେ ଲାଗିଛି । ଜମ୍ମୁରେ 2ଜି ଇଣ୍ଟରନେଟ୍‌ ସେବା ସହିତ ଭଏସ୍‌ କଲ୍‌ ସେବା ଶନିବାର ଠାରୁ ଆରମ୍ଭ ହୋଇଛି । ଏହା ସହିତ ରଜୌରୀରେ ମଧ୍ୟ ଧାରା 144 ଉଠାଇ ଦିଆଯାଇଛି । ଗତକାଲି କାଶ୍ମୀରର ବିଭିନ୍ନ ଅଞ୍ଚଳରେ ଲ୍ୟାଣ୍ଡଲାଇନ୍‌ ସେବା ଆରମ୍ଭ ନିମନ୍ତେ ଘୋଷଣା କରାଯାଇଥିଲା । ଶନିବାର 17ଟି ଏକ୍ସଚେଞ୍ଜରେ ବିଏସ୍‌ଏନ୍‌ଏଲ୍‌ର ସେବା ଆରମ୍ଭ କରାଯାଇଛି । ମଧ୍ୟ କାଶ୍ମୀରର ବଡଗାମ୍‌, ସୋନା ମାର୍ଗ ଏବଂ ମଣିଗାମରେ ଏହି ସେବା ପୁନର୍ବାର ଆରମ୍ଭ ହୋଇଛି । ସେହିପରି ଶ୍ରୀନଗର ବିମାନବନ୍ଦର , ସିଭିଲ୍‌ ଲାଇନ୍ସ ଏବଂ କ୍ୟାଣ୍ଟନମେଣ୍ଟ ଅଞ୍ଚଳରେ ଏହି ସେବା ଆରମ୍ଭ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026
Latest News

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.