Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ : ଭବାନୀପୁର ଆସନରେ ମମତା ବାନାର୍ଜୀ ଆଗୁଆ
ଆଜିର ଖବର

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ : ଭବାନୀପୁର ଆସନରେ ମମତା ବାନାର୍ଜୀ ଆଗୁଆ

May 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ସରକାର ଏବେ ମୁସ୍କିଲରେ । ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ବିଜେପି ଲିଡ କରୁଛି । ଟ୍ରେଣ୍ଡରେ ବିଜେପି ଏହା ୧୬୫ ଆଗୁଆ ଥିବାବେଳେ ଟିଏମସି ୧୨୩ ଆସନରେ ରହିଛି । ତେବେ ଭବାନୀପୁର ଆସନରେ ମମତା ବାନାର୍ଜୀ ଆଠ ହଜାର ଆସନରେ ଆଗୁଆ ଅଛନ୍ତି।
ଆରଜି କର ବଳାତ୍କାର ପୀଡିତାଙ୍କ ମାଆ ବିଜେପି ଟିକେଟରେ ପାନିହାଟି ଆସନରୁ ନିର୍ବାଚନ ଲଢୁଛନ୍ତି। ସେ ପାନିହାଟି ଆସନରେ ତିନିହଜାର ଭୋଟରେ ଆଗୁଆ ରହିଛନ୍ତି ।

westbengal ମମତା ବାନାର୍ଜୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ୱରରେ ଦେଶର ପ୍ରଥମ ‘ସ୍ତନ ସ୍ୱୟଂ-ପରୀକ୍ଷଣ’ ବୁଥ୍‌ ଉଦ୍‌ଘାଟିତ

October 16, 2026

ଦିଲ୍ଲୀରେ କଡ଼ା ସୁରକ୍ଷା: ପଦଯାତ୍ରା ପୂର୍ବରୁ ଅଭିଜିତ ଦୀପକେ ଅଟକ

October 16, 2026

ଡୋଭାଲଙ୍କ ସମର୍ଥନରେ ବାହାରିଲେ ପୂର୍ବତନ ସୈନିକ: ରାହୁଲ ଗାନ୍ଧୀଙ୍କ ବିରୋଧରେ ପ୍ରତିବାଦ

October 16, 2026

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ପଞ୍ଚମ ଟି-୨୦ରେ ମିଳିବ ସୁଯୋଗ?

October 16, 2026
Latest News

ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ମିଳିବ ସମ୍ମାନ ରାଶି: ମୁଖ୍ୟମନ୍ତ୍ରୀଙ୍କ ୫୬ କୋଟି ମଞ୍ଜୁର

October 16, 2026

ଏମ୍ସ ଭୁବନେଶ୍ୱରରେ ଦେଶର ପ୍ରଥମ ‘ସ୍ତନ ସ୍ୱୟଂ-ପରୀକ୍ଷଣ’ ବୁଥ୍‌ ଉଦ୍‌ଘାଟିତ

October 16, 2026

ଦିଲ୍ଲୀରେ କଡ଼ା ସୁରକ୍ଷା: ପଦଯାତ୍ରା ପୂର୍ବରୁ ଅଭିଜିତ ଦୀପକେ ଅଟକ

October 16, 2026

ଡୋଭାଲଙ୍କ ସମର୍ଥନରେ ବାହାରିଲେ ପୂର୍ବତନ ସୈନିକ: ରାହୁଲ ଗାନ୍ଧୀଙ୍କ ବିରୋଧରେ ପ୍ରତିବାଦ

October 16, 2026

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ପଞ୍ଚମ ଟି-୨୦ରେ ମିଳିବ ସୁଯୋଗ?

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.