Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ
ଆଜିର ଖବର

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

May 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଅଶାନ୍ତ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବ୍ୟୋମକେଶ ନାୟକଙ୍କ ପରିଚାଳନାରେ ବ୍ରହ୍ମପୁର ଖୋଡ଼ାସିଙ୍ଗ ସ୍ଥିତ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ‘ମେଟର ଅଫ ଡ଼ି.କେ ବାସୁ ଭରସେସ ଷ୍ଟେଟ ଅଫ ୱେଷ୍ଟ ବେଙ୍ଗଲ’ ଏବଂ ‘ପରମାନେଟ ଲୋକ ଅଦାଲତର ପ୍ରତିଷ୍ଠା ଏବଂ କାର୍ଯ୍ୟ’ ବିଷୟ ଉପରେ ଏହି ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା।

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବ୍ୟୋମକେଶ ନାୟକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ା ଏନ.ସି ପଟ୍ଟନାୟକ ଏବଂ ଗଞ୍ଜାମ ଆଇନ ମହାବିଦ୍ୟାଳୟର ଡିନ ଡ଼ା ବିନାୟକ ପଟ୍ଟନାୟକ ଉପସ୍ଥିତ ରହିବା ସହ ଉକ୍ତ ଆଇନ ମହାବିଦ୍ୟାଳୟର ଅନେକ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

ଗଞ୍ଜାମ ଜିଲ୍ଲା ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚେତନତା ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଜଟିଳ ଅସ୍ତ୍ରୋପଚାର – ଶୀତଳାପଲ୍ଲୀ ସମ୍ ହସ୍ପିଟାଲର ଅଭୂତପୂର୍ବ ସଫଳତା

May 4, 2026

ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ମିଳିଲା ‘ସୁଭଦ୍ରା’ ଟଙ୍କା

May 4, 2026

ଆଜି ମୁମ୍ବାଇ ଏବଂ ଲକ୍ଷ୍ନୌ ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପିଚ୍ ରିପୋର୍ଟ, ପ୍ଲେଇଂ ୧୧ ଏବଂ ମ୍ୟାଚ୍ ପୂର୍ବାନୁମାନ

May 4, 2026

କିଷାନ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତି ପୂର୍ବରୁ ସମାପ୍ତ କରନ୍ତୁ ଏହି କାର୍ଯ୍ୟ: ଜାଣନ୍ତୁ….

May 4, 2026
Latest News

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

May 4, 2026

ଜଟିଳ ଅସ୍ତ୍ରୋପଚାର – ଶୀତଳାପଲ୍ଲୀ ସମ୍ ହସ୍ପିଟାଲର ଅଭୂତପୂର୍ବ ସଫଳତା

May 4, 2026

୫ ରାଜ୍ୟ ନିର୍ବାଚନ ଫଳାଫଳ ପରେ କେତେ ରାଜ୍ୟରେ ଶାସନ କରିବ ବିଜେପି?

May 4, 2026

ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ମିଳିଲା ‘ସୁଭଦ୍ରା’ ଟଙ୍କା

May 4, 2026

ବଦଳୁଛି ତାମିଲନାଡୁର କ୍ଷମତା ସମୀକରଣ: ଥଲପତି ବିଜୟଙ୍କ ବଲରେ ବୋଲ୍ଡ ଆଉଟ ହେଲେ ଷ୍ଟାଲିନ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.