Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ
ଆଜିର ଖବର

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

May 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
train
ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

ଭୁବନେଶ୍ୱର: ଯାତ୍ରୀମାନଙ୍କୁ ସୁବିଧାଜନକ ଯାତ୍ରା ସୁଯୋଗ ଯୋଗାଇଦେବା ଏବଂ ଗ୍ରୀଷ୍ମ ଋତୁରେ ବୃଦ୍ଧି ପାଉଥିବା ଯାତ୍ରୀଙ୍କ ଚାହିଦାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ଚଳାଚଳ ଅବଧିକୁ ବୃଦ୍ଧି କରାଯାଇଛି।ଏହି ଟ୍ରେନଗୁଡ଼ିକ ସେମାନଙ୍କର ପୂର୍ବ ନିର୍ଦ୍ଧାରିତ ସମୟ ଏବଂ ରହଣି ସହିତ ଚଳାଚଳ ଜାରି ରଖିବେ।

ସମ୍ପ୍ରସାରିତ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକ ହେଲା:

୧. ୦୭୬୭୯ ଚର୍ଲାପାଲ୍ଲୀ–ଖଡ଼ଗପୁର ସ୍ପେଶାଲ୍ ଟ୍ରେନର ଅବଧି ୨୯ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
୨. ୦୭୬୮୦ ଖଡ଼ଗପୁର–ଚର୍ଲାପାଲ୍ଲୀ ସ୍ପେଶାଲ୍ ଟ୍ରେନର ଅବଧି ୩୦ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
୩. ୦୭୬୯୯ ଚର୍ଲାପାଲ୍ଲୀ – ସାନ୍ତ୍ରାଗାଛି ସ୍ପେଶାଲ୍ ଟ୍ରେନର ଅବଧି ୨୫ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
୪. ୦୭୭୦୦ ସାନ୍ତ୍ରାଗାଛି – ଚର୍ଲାପାଲ୍ଲୀ ସ୍ପେଶାଲ୍ ଟ୍ରେନର ଅବଧି ୨୬ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

କୋଚ୍ ସଂରଚନା:

ଏସି ୨-ଟାୟାର୍ – ୦୨ଟି କୋଚ୍

ଏସି ୩-ଟାୟାର୍ – ୦୮ଟି କୋଚ୍

ସ୍ଲିପର କ୍ଲାସ୍ – ୦୮ଟି କୋଚ୍

ସାଧାରଣ ଦ୍ୱିତୀୟ ଶ୍ରେଣୀ – ୦୪ଟି କୋଚ୍

ଏବଂ ଲଗେଜ୍-କମ୍-ଜେନେରେଟର୍-କମ୍-ବ୍ରେକ୍ ଭ୍ୟାନ୍ (ଦିବ୍ୟାଙ୍ଗ ଅନୁକୂଳ ସୁବିଧା ସହିତ) – ୦୨ଟି କୋଚ୍

ଯାତ୍ରୀମାନଙ୍କୁ ଏହି ସମ୍ପ୍ରସାରଣଗୁଡ଼ିକ ପ୍ରତି ଧ୍ୟାନ ଦେବାକୁ ଏବଂ ସେହି ଅନୁସାରେ ଯାତ୍ରା ଯୋଜନା କରିବାକୁ ପରାମର୍ଶ।

ଗ୍ରୀଷ୍ମ ଋତୁ ସ୍ୱତନ୍ତ୍ର ଟ୍ରେନ୍
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

May 4, 2026

ଜଟିଳ ଅସ୍ତ୍ରୋପଚାର – ଶୀତଳାପଲ୍ଲୀ ସମ୍ ହସ୍ପିଟାଲର ଅଭୂତପୂର୍ବ ସଫଳତା

May 4, 2026

ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ମିଳିଲା ‘ସୁଭଦ୍ରା’ ଟଙ୍କା

May 4, 2026

ଆଜି ମୁମ୍ବାଇ ଏବଂ ଲକ୍ଷ୍ନୌ ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପିଚ୍ ରିପୋର୍ଟ, ପ୍ଲେଇଂ ୧୧ ଏବଂ ମ୍ୟାଚ୍ ପୂର୍ବାନୁମାନ

May 4, 2026
Latest News

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

May 4, 2026

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

May 4, 2026

ଜଟିଳ ଅସ୍ତ୍ରୋପଚାର – ଶୀତଳାପଲ୍ଲୀ ସମ୍ ହସ୍ପିଟାଲର ଅଭୂତପୂର୍ବ ସଫଳତା

May 4, 2026

୫ ରାଜ୍ୟ ନିର୍ବାଚନ ଫଳାଫଳ ପରେ କେତେ ରାଜ୍ୟରେ ଶାସନ କରିବ ବିଜେପି?

May 4, 2026

ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ମିଳିଲା ‘ସୁଭଦ୍ରା’ ଟଙ୍କା

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.