Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହଟିବ ଏନଏଚ ପାର୍ଶ୍ଵରେ ଥିବା ବେଆଇନ ଢାବା ଓ ଦୋକାନ
ଆଜିର ଖବର

ହଟିବ ଏନଏଚ ପାର୍ଶ୍ଵରେ ଥିବା ବେଆଇନ ଢାବା ଓ ଦୋକାନ

May 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବନ୍ଦେ ମାତରମ୍ ପ୍ରସଙ୍ଗ: କେନ୍ଦ୍ରର ଜବାବ ମାଗିଲେ ସୁପ୍ରିମକୋର୍ଟ
ବନ୍ଦେ ମାତରମ୍ ପ୍ରସଙ୍ଗ: କେନ୍ଦ୍ରର ଜବାବ ମାଗିଲେ ସୁପ୍ରିମକୋର୍ଟ

ଭୁବନେଶ୍ଵର : ସଡକ ସୁରକ୍ଷା ରୋକିବାକୁ ସୁପ୍ରିମକୋର୍ଟ ଜାତୀୟ ରାଜପଥରେ ଅବୈଧ ପାର୍କିଂ ନିଷେଧ କରିଛନ୍ତି । ଏନେଇ ସୁପ୍ରିମ କୋର୍ଟଙ୍କ କଠୋର ନିର୍ଦ୍ଦେଶ ପରେ ଓଡ଼ିଶାରେ ସଡ଼କ ସୁରକ୍ଷାକୁ ନେଇ ଆଲର୍ଟ ଜାରି ହୋଇଛି । ରାଜପଥ କଡ଼ରେ ଥିବା ଅବୈଧ ଢାବା, ଦୋକାନ ଓ କୋଠା ହଟାଯିବ ଏହି ସବୁ ଅବୈଧ ନିର୍ମାଣ ୬୦ ଦିନ ମଧ୍ୟରେ ହଟାଇବାକୁ ନିର୍ଦ୍ଦେଶ ରହିଛି। ଏହାପରେ ପରିବହନ ବିଭାଗ ତରଫରୁ ସମସ୍ତ ବିଭାଗ, ଜିଲ୍ଲା ପ୍ରଶାସନ ଓ ପୁଲିସକୁ ଏହି ନିର୍ଦ୍ଦେଶଗୁଡିକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦୁର୍ଘଟଣା ପ୍ରବଣ ସ୍ଥାନଗୁଡିକୁ ଚିହ୍ନଟ କରି ସେଠାରେ ହାଇ-ମାଷ୍ଟ ଲାଇଟ୍ ଲାଗିବ ସେଠାରେ ସ୍ପିଡ୍ କ୍ୟାମେରା ଓ ସଚେତନତା ସାଇନ୍ ବୋର୍ଡ୍ ଲଗାଯିବା ନେଇ ନିର୍ଦେଶ ରହିଛି ।

accident NH supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ସିଏନଜି ଭର୍ତ୍ତି ବେଳେ ବିସ୍ଫୋରଣ: ସମ୍ପୂର୍ଣ୍ଣ ଚୂରମାର୍ ହେଲା କାର୍

October 3, 2026

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026
Latest News

ସିଏନଜି ଭର୍ତ୍ତି ବେଳେ ବିସ୍ଫୋରଣ: ସମ୍ପୂର୍ଣ୍ଣ ଚୂରମାର୍ ହେଲା କାର୍

October 3, 2026

କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ: ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନକୁ ଚଟାଇଲା ଧୁଳି

October 3, 2026

ଏସୀୟ କ୍ରୀଡାରେ ଆଉ ଏକ ବଡ ସଫଳତା: ଗଲ୍ଫରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ଜିତିଲେ ପ୍ରଣବୀ

October 3, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.