Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଷୀଙ୍କ ପାଇଁ ଓଡ଼ିଶା ଦେଇଛି ୬ଟି ପ୍ରସ୍ତାବ : କୃଷି ମନ୍ତ୍ରୀ ଅରୁଣ ସାହୁ
ଆଜିର ଖବର

ଚାଷୀଙ୍କ ପାଇଁ ଓଡ଼ିଶା ଦେଇଛି ୬ଟି ପ୍ରସ୍ତାବ : କୃଷି ମନ୍ତ୍ରୀ ଅରୁଣ ସାହୁ

August 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗତକାଲି ନିତି ଆୟୋଗ ବୈଠକରେ ଯୋଗ ଦେଇଥିଲେ କୃଷିମନ୍ତ୍ରୀ ଅରୁଣ ସାହୁ । ଏହି ବୈଠକରେ କୃଷି କ୍ଷେତ୍ରରେ ସାମଗ୍ରୀକ ବିକାଶ ଆଣିବା ଲାଗି ୭ଟି ଏଜେଣ୍ଡା ଉପରେ ଆଲୋଚନା ହୋଇଥିଲା । ତେବେ ନିତି ଆୟୋଗ ବୈଠକରୁ ଫେରିଲା ପରେ କୃଷି ମନ୍ତ୍ରୀ ନିଜର ପ୍ରତିକ୍ରିୟା ରଖିଛନ୍ତି । ଚାଷୀଙ୍କ ଉନ୍ନତି ପାଇଁ ହୋଇଥିବା ଏହି ବୈଠକରେ ଆଲୋଚନା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କୃଷି ମନ୍ତ୍ରୀ । କୃଷକଙ୍କ ଅଧିକାର ଓ ଉନ୍ନତି ଦିଗରେ ଓଡ଼ିଶା ୬ଟି ପ୍ରସ୍ତାବ ଦେଇଛି । ଭାଗଚାଷୀ ଯେପରି ସହଜରେ କୃଷି ଋଣ ପାଇବେ ସେ ନେଇ ପ୍ରସ୍ତାବ ଦିଆଯାଇଛି । ସେହିପରି ଉଦ୍ୟାନ କୃଷି, ପଶୁପାଳନ କ୍ଷେତ୍ରରେ ଉନ୍ନତି ପାଇଁ ପଦକ୍ଷେପ ନେବାକୁ ପ୍ରସ୍ତାବ ରହିଛି । ମତ୍ସ୍ୟଚାଷୀମାନଙ୍କୁ ବୀମାରେ ଅନ୍ତର୍ଭୁକ୍ତ ପାଇଁ ପ୍ରସ୍ତାବ ଦିଆଯାଇଛି । କୃଷକଙ୍କ ଦକ୍ଷତା ବିକାଶ ଓ ଅର୍ଥକରୀ ଫସଲକୁ ପ୍ରୋତ୍ସାହନ ପାଇଁ ପ୍ରସ୍ତାବ ମଧ୍ୟ ରହିଛି । ଆଧୁନିକ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଚାଷ ପ୍ରଣାଳୀଙ୍କୁ ସୁଦୃଢ ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସିବିସି ଭୁବନେଶ୍ୱର ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

May 31, 2026

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026
Latest News

ସିବିସି ଭୁବନେଶ୍ୱର ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

May 31, 2026

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026

ବିଜେପିରେ ସାମିଲ ହେଲେ ବିଜେଡି ନେତା ରୁଦ୍ର ସାମନ୍ତରାୟ ଏବଂ ମିଲନ ପାଇକରାୟ

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.