Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ
ଆଜିର ଖବର

ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ

May 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ସଦର ଥାନା ଅନ୍ତର୍ଗତ ଦିଗପହଣ୍ଡି ରାସ୍ତା ଲାଞ୍ଜିଆ ଗ୍ରାମ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଅଟୋ ମୋଟରସାଇକେଲକୁ ପଛପଟୁ ଧକ୍କା ଦେବା ଫଳରେ ଚାଳକ ବିଜୟ ରଣାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ବିଜୟ ଦକ୍ଷିଣପୁର ଗ୍ରାମରୁ ନିଜ ଗାଁ ବାଳକୃଷ୍ଣ ପୁର ଗଲାବେଳେ ଏହିଭଳି ଦୁର୍ଘଟଣା ଘଟିଛି।

ଖବର ପାଇ ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଅଟୋ ଓ ମୋଟରସାଇକେଲ ଜବତ କରିବା ସହ ଅଟୋ ଚାଳକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ମୃତ ବିଜୟଙ୍କ ଶବ ଆଜି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି।

ଅଟୋ ଧକ୍କା ମୋଟରସାଇକେଲ ଚାଳକ ମୃତ ସଦର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026
Latest News

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026

Jio IPO Opening Day: ପ୍ରଥମ ଦିନ ସନ୍ଧ୍ୟା ସୁଦ୍ଧା ମୋଟ ସବସ୍କ୍ରିପସନ ୩ ଗୁଣ, ଜିଓ ଆଇପିଓର ଧମାକାଦାର ଆରମ୍ଭ

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.