Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
ଆଜିର ଖବର

ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

May 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା : ପଶ୍ଚିମବଙ୍ଗ ର ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳିମାଡ ହୋଇଛି । ପଶ୍ଚିମବଙ୍ଗ ମଧ୍ୟଗ୍ରାମରେ ଏହି ଗୁଳିକାଣ୍ଡ ଘଟିଛି । ଅତି ନିକଟରୁ ଦୁର୍ବୁତ୍ତ ବାଇକରେ ଆସି ଗୁଳି କରିଥିବାର ସୂଚନା ରହିଛି । ଏହି ଗୁଳିମାଡରେ ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ମୃତ୍ୟୁ ହୋଇଛି ।  ଚନ୍ଦ୍ରନାଥ ରଥଙ୍କୁ  ଚାରି ରାଉଣ୍ଡ ଗୁଳି କରାଯାଇଛି । ତାଙ୍କର ଛାତି ମୁଣ୍ଡ ଓ ପେଟରେ ଗୁଳି ବାଜିଛି । ଟିଏମସି କର୍ମୀ ଏଇ ଗୁଳିମାଡ କରିଥିବାର ଅଭିଯୋଗ ହୋଇଛି । 

ତେବେ ଘଟଣାସ୍ଥଳରେ ସିଆରପିଏଫ ଡ଼ିଜି ଜି. ପି. ସିଂହ ପହଞ୍ଚିଥିବାବେଳେ ମଧ୍ୟଗ୍ରାମରେ ସୁରକ୍ଷାକୁ କଡାକଡି କରାଯାଇଛି ।  


ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ବାହାରିବା ପରେ ପରେ ସେଠାରେ ହିଂସାକାଣ୍ଡ ଦେଖାଦେଇଛି । ଟିଏମସି ଏବଂ ବିଜେପି କର୍ମୀଙ୍କ ମଧ୍ୟରେ ମଧ୍ୟ ପ୍ରବଳ ଉତ୍ତେଜନା ଲାଗି ରହିଛି ।  ପଶ୍ଚିମବଙ୍ଗରେ ଟିଏମସିର ପରାଜୟ ଓ ବିଜେପିର ବିପୁଳ ବିଜୟ ପରେ ସେଠାରେ ବାତାବରଣ ଆଶାନ୍ତ ହୋଇପଡିଛି । 

murder
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026
Latest News

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.