Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ଆଦ୍ରଭୂମି ପ୍ରାଧିକରଣ ବୈଠକ : ଚିଲିକା ପାଇଁ ୧୫୮କୋଟିର ବ୍ୟୟ ଅଟକଳ
ଆଜିର ଖବର

ରାଜ୍ୟ ଆଦ୍ରଭୂମି ପ୍ରାଧିକରଣ ବୈଠକ : ଚିଲିକା ପାଇଁ ୧୫୮କୋଟିର ବ୍ୟୟ ଅଟକଳ

August 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟ ଆଦ୍ରଭୂମି ପ୍ରାଧିକରଣର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ପ୍ରମୁଖ ତିନି ଆଦ୍ରଭୂମି ଯଥା ଚିଲିକା, ଅଂଶୁପା ଓ ଭିତରକନିକାର ବିକାଶ ପାଇଁ ବୈଠକରେ ଆଲୋଚନା ହୋଇଛି । ଏଥିରେ ଆଦ୍ରଭୂମି ଗୁଡ଼ିକର ବିକାଶ ପାଇଁ ବିଭିନ୍ନ ଯୋଜନାକୁ ମଞ୍ଜୁରୀ ମିଳିଛି । ଏ ନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି । ଆଦ୍ରଭୂମି ପ୍ରାଧିକରଣ ବୈଠକରେ ଚିଲିକା, ଅଂଶୁପା ଓ ଭିତରକନିକାର ବିକାଶ ପାଇଁ ଅର୍ଥରାଶି ବ୍ୟୟ ଅଟକଳ କରାଯାଇଛି । ଚିଲିକା ହ୍ରଦର ସମନ୍ୱିତ ପରିଚାଳନା ପାଇଁ ୧୫୮ କୋଟିର ବ୍ୟୟ ଅଟକଳ ହୋଇଛି । ଏହା ଦ୍ୱାରା ଚିଲିକା ଆଖପାଖରେ ଥିବା ୧୫୧ଟି ଗ୍ରାମର ୨ ଲକ୍ଷ ମତ୍ସ୍ୟଜୀବୀ ଉପକୃତ ହେବେ । ସେହିପରି ଅଂଶୁପା ଆଦ୍ରଭୂମିର ଉନ୍ନତି ପାଇଁ ୨୧ କୋଟି ୨୩ ଲକ୍ଷର ଯୋଜନାକୁ ବୈଠକରେ ମଞ୍ଜୁରୀ ପ୍ରଦାନ କରାଯାଇଛି । ଭିତରକନିକା ଆର୍ଦ୍ରଭୂମି ପାଇଁ ମଧ୍ୟ ଏହି ଯୋଜନାକୁ ଅନୁମୋଦନ ମିଳିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026
Latest News

Mukteswar Dance Festival: ଆରମ୍ଭ ହେଲା ମୁକ୍ତେଶ୍ଵର ନୃତ୍ୟ ଉତ୍ସବ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 23, 2026

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.