Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ଆଦ୍ରଭୂମି ପ୍ରାଧିକରଣ ବୈଠକ : ଚିଲିକା ପାଇଁ ୧୫୮କୋଟିର ବ୍ୟୟ ଅଟକଳ
ଆଜିର ଖବର

ରାଜ୍ୟ ଆଦ୍ରଭୂମି ପ୍ରାଧିକରଣ ବୈଠକ : ଚିଲିକା ପାଇଁ ୧୫୮କୋଟିର ବ୍ୟୟ ଅଟକଳ

August 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟ ଆଦ୍ରଭୂମି ପ୍ରାଧିକରଣର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ପ୍ରମୁଖ ତିନି ଆଦ୍ରଭୂମି ଯଥା ଚିଲିକା, ଅଂଶୁପା ଓ ଭିତରକନିକାର ବିକାଶ ପାଇଁ ବୈଠକରେ ଆଲୋଚନା ହୋଇଛି । ଏଥିରେ ଆଦ୍ରଭୂମି ଗୁଡ଼ିକର ବିକାଶ ପାଇଁ ବିଭିନ୍ନ ଯୋଜନାକୁ ମଞ୍ଜୁରୀ ମିଳିଛି । ଏ ନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି । ଆଦ୍ରଭୂମି ପ୍ରାଧିକରଣ ବୈଠକରେ ଚିଲିକା, ଅଂଶୁପା ଓ ଭିତରକନିକାର ବିକାଶ ପାଇଁ ଅର୍ଥରାଶି ବ୍ୟୟ ଅଟକଳ କରାଯାଇଛି । ଚିଲିକା ହ୍ରଦର ସମନ୍ୱିତ ପରିଚାଳନା ପାଇଁ ୧୫୮ କୋଟିର ବ୍ୟୟ ଅଟକଳ ହୋଇଛି । ଏହା ଦ୍ୱାରା ଚିଲିକା ଆଖପାଖରେ ଥିବା ୧୫୧ଟି ଗ୍ରାମର ୨ ଲକ୍ଷ ମତ୍ସ୍ୟଜୀବୀ ଉପକୃତ ହେବେ । ସେହିପରି ଅଂଶୁପା ଆଦ୍ରଭୂମିର ଉନ୍ନତି ପାଇଁ ୨୧ କୋଟି ୨୩ ଲକ୍ଷର ଯୋଜନାକୁ ବୈଠକରେ ମଞ୍ଜୁରୀ ପ୍ରଦାନ କରାଯାଇଛି । ଭିତରକନିକା ଆର୍ଦ୍ରଭୂମି ପାଇଁ ମଧ୍ୟ ଏହି ଯୋଜନାକୁ ଅନୁମୋଦନ ମିଳିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Latest News

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.