କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ପରେ ଏବେ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଏବଂ ଦଳ କାହାକୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେବ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଆଜି ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ଗୃହମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉପସ୍ଥିତ ରହି ବିଧାୟକ ଦଳ ନେତା ଚୟନ କରିବେ।


