Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲିଅନ୍ତା ଭିଡ଼ ହତ୍ୟାକାଣ୍ଡ ଘଟଣା: ତଦନ୍ତ ପାଇଁ ତିନିଜଣିଆ କ୍ରାଇମବ୍ରାଞ୍ଚ ଟିମ ଗଠିତ 
ଆଜିର ଖବର

ବାଲିଅନ୍ତା ଭିଡ଼ ହତ୍ୟାକାଣ୍ଡ ଘଟଣା: ତଦନ୍ତ ପାଇଁ ତିନିଜଣିଆ କ୍ରାଇମବ୍ରାଞ୍ଚ ଟିମ ଗଠିତ 

May 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବାଲିଅନ୍ତା ଭିଡ଼ ହତ୍ୟାକାଣ୍ଡ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ ଡିସିପଙ୍କ ନେତୃତ୍ଵରେ ତିନିଜଣିଆ ଟିମ ଗଠିତ ହୋଇଛି । ଏଥିରେ ଜଣେ ଇନ୍ସପେକ୍ଟର ଓ ଜଣେ ଏସଆଇ ରହିବେ ।  ତଦନ୍ତକୁ  ମନିଟରିଂ କରିବେ ଡିସିପି । 

ଆଜି ଲୋକସେବା ଭବନରେ ଭିଡ଼ ହତ୍ୟାକୁ ନେଇ ଆୟୋଜିତ ଉଚ୍ଚସ୍ତରୀୟ ବୈଠକ ପରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଘଟଣାର ସଠିକ୍ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ, ସେଥିପାଇଁ ଡି.ଜି.ପିଙ୍କୁ କଡ଼ା ତାଗିଦ୍ କରିଛନ୍ତି ।  ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

moblyching ବାଲିଅନ୍ତା ଭିଡ଼ ହତ୍ୟାକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଏବଂ ପ୍ରିୟଙ୍କାଙ୍କ ବିରୋଧରେ ଏଫଆଇଆର: ଜାଣନ୍ତୁ ମାମଲା

October 7, 2026

ପ୍ରେମୀ ଯୁଗଳଙ୍କ ମୃତ ଦେହ ଉଦ୍ଧାର

October 7, 2026

ଭୁବନେଶ୍ଵର କୁମାରଙ୍କ ପ୍ରତ୍ୟାବର୍ତ୍ତନକୁ ବାଧା ଦେଉଥିଲେ ଅଗରକର!: ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

October 7, 2026

ଉତ୍ତରାଖଣ୍ଡ, ଦିଲ୍ଲୀ-ଏନସିଆର ପରେ ଅରୁଣାଚଳରେ ଭୂମିକମ୍ପ ଝଟ୍‌କା

October 7, 2026
Latest News

ରାହୁଲ ଏବଂ ପ୍ରିୟଙ୍କାଙ୍କ ବିରୋଧରେ ଏଫଆଇଆର: ଜାଣନ୍ତୁ ମାମଲା

October 7, 2026

ପ୍ରେମୀ ଯୁଗଳଙ୍କ ମୃତ ଦେହ ଉଦ୍ଧାର

October 7, 2026

ବଡ଼ ଝଟକା ଦେଲା RBI: ୪ ବର୍ଷ ପରେ ବଢିଲା ରେପୋ ହାର, କେତେ ବୃଦ୍ଧି ପାଇବ EMI?

October 7, 2026

ଭୁବନେଶ୍ଵର କୁମାରଙ୍କ ପ୍ରତ୍ୟାବର୍ତ୍ତନକୁ ବାଧା ଦେଉଥିଲେ ଅଗରକର!: ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

October 7, 2026

ଉତ୍ତରାଖଣ୍ଡ, ଦିଲ୍ଲୀ-ଏନସିଆର ପରେ ଅରୁଣାଚଳରେ ଭୂମିକମ୍ପ ଝଟ୍‌କା

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.