Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ
ଆଜିର ଖବର

ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

May 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିକନ୍ଦରାବାଦ: ନରେନ୍ଦ୍ର ମୋଦୀ ତେଲେଙ୍ଗାନା ଓ କର୍ଣ୍ଣାଟକ ଗସ୍ତରେ ଯାଇଥିଲେ । ଏହି ଅବସରରେ ତେଲେଙ୍ଗାନାକୁ ୯ ହଜାର ୩ ୭୭ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି । ଗସ୍ତ ଅବସରରେ ସିକନ୍ଦରାବାଦଠାରେ ଆୟୋଜିତ ଜନସଭାକୁ ସମ୍ୱୋଧିତ କରି ଦେଶବାସୀଙ୍କୁ ନୂଆ ସଂକଳ୍ପ ନେବାକୁ ଆହ୍ୱାନ ଦେଇଛନ୍ତି । ଏହି ଭାଷଣରେ ସେ ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବକୁ ସମ୍ବୋଧିତ କରି ଅନେକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଥିଲେ। ସେ ୟୁକ୍ରେନ ଯୁଦ୍ଧର ମଧ୍ୟ ଉଲ୍ଲେଖ କରିଥିଲେ, ଏହି ଯୁଦ୍ଧଗୁଡ଼ିକ ଭାରତ ଉପରେ କି ପ୍ରଭାବ ପକାଇଛି ତାହା ଉପରେ ଆଲୋକପାତ କରିଥିଲେ। ବିଶ୍ୱରେ ଏବେ ଅନିଶ୍ଚିତତା ଓ ସଂକଟ ଜାରି ରହିଛି । ଏପରି ସମୟରେ ଆମକ ଦେଶ ପାଇଁ ଦେଶର ହିତ ପାଇଁ କିଛି କାମ ହାତକୁ ନେବା । ପେଟ୍ରୋଲ ଡିଜେଲ ବ୍ୟବହାର କମ କରିବା ସହ ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗତ ଦୁଇ ମାସ ଧରି ଚାଲିଥିବା ମଧ୍ୟପ୍ରାଚ୍ୟ ଯୁଦ୍ଧର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପଡ଼ିଛି। ଏହା ଭାରତ ଏବଂ ବିଶ୍ୱକୁ ପ୍ରଭାବିତ କରିଛି। ପ୍ରଧାନମନ୍ତ୍ରୀ ମୋଦୀ ଏହି ସମୟରେ ବିଦେଶୀ ମୁଦ୍ରା ସଞ୍ଚୟ କରିବା ଉପରେ ମଧ୍ୟ ବିଶେଷ ଗୁରୁତ୍ୱ ଦେଇଛନ୍ତି। ସେ କହିଥିଲେ ଯେ ସାରା ବିଶ୍ୱରେ ପେଟ୍ରୋଲ ଏବଂ ଡିଜେଲ ମହଙ୍ଗା ହୋଇଯାଇଛି। ଇନ୍ଧନ ସଂରକ୍ଷଣ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବୋଲି କହିଛନ୍ତି । ଇଲେକ୍ଟ୍ରେ ଭେହିକିଲ ବ୍ୟବାହର କରିବାକୁ ଦେଶବାସୀଙ୍କୁ ଅପିଲ୍ କରିଛନ୍ତି ମୋଦୀ। ସେହିପରି ରାସାୟନିକ ସାର ପ୍ରୟୋଗ କମ କରି ଜୈବିକ ସାର ଜମିରେ ପ୍ରୟୋଗ ଉପରେ ମଧ୍ୟ ଆଲୋକପାତ କରିଛନ୍ତି ।



gold middleeastconflict\ petrol
Share. Facebook Twitter LinkedIn Email WhatsApp Copy Link

Related Posts

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026
Latest News

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.