Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘିମିରି ସଚେତନl ଓ ସ୍ଵାସ୍ଥ୍ୟ ଶିବିର
ଆଜିର ଖବର

ଘିମିରି ସଚେତନl ଓ ସ୍ଵାସ୍ଥ୍ୟ ଶିବିର

May 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ବ୍ରହ୍ମପୁରସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଘିମିରି ନିରାକରଣ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି ।  ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ସାହୁ ଉପସ୍ଥିତ ରହି କହିଲେ ଗ୍ରୀଷ୍ମ ରୁତୁର ଉତ୍ତାପରୁ ସ୍ଵେଦ ଓ ମଇଳା ଚର୍ମରେ ଜମି ରହେ ଫଳରେ ଘିମିରି ଜାତ ହୁଏ ।  କୁଣ୍ଡାଇ ହୁଏ, କୁଣ୍ଡାଇଲେ ଲାଲ୍ ପଡି ଜଳେ । ତ୍ଵଚାକୁ ମୁଲତାନି ମାଟି ଲଗାଇ ସଫା କରନ୍ତୁ। ଭଳ ଭାବେ ଦିନକୁ ଦୁଇ ଥର ଗାଧାନ୍ତୁ। ସ୍ନାନ ପରେ ଚନ୍ଦନ କିମ୍ବା ବେଣାଚେର ଚୁର୍ଣ୍ଣ ଲଗାନ୍ତୁ ।  କୁଣ୍ଡାଇ ହେଲେ ନ କୁଣ୍ଡାଇ ଘୃତ କୁମାରୀ ରସ ଲଗାନ୍ତୁ ।  ସକାଳୁ ନିମ୍ବ ହଳଦୀ ବଟା ପାଞ୍ଚ ଗ୍ରାମ ଖାଆନ୍ତୁ ।  କାକୁଡି, ତରଭୁଜ ଖାଆନ୍ତୁ,ଅଧିକ ମିଠା, ଖଟା, ଆମ୍ବ ଖାଆନ୍ତୁ ନାହିଁ ଓ ସୂତାଲୁଗା ପରିଧାନ କରିବା ପାଇଁ ପରମର୍ଶ ଦେଇଥିଲେ । 
ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା ।  ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ । 

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଏକ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 7, 2026

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026
Latest News

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଏକ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 7, 2026

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.