Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ନର୍ସିଂ କଲେଜ-୨ ଫୁଲନଖରା ପକ୍ଷରୁ ଆନ୍ତର୍ଜାତିକ ନର୍ସେସ ଦିବସ ପାଳିତ
ଆଜିର ଖବର

ସମ୍ ନର୍ସିଂ କଲେଜ-୨ ଫୁଲନଖରା ପକ୍ଷରୁ ଆନ୍ତର୍ଜାତିକ ନର୍ସେସ ଦିବସ ପାଳିତ

May 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଫୁଲନଖରା ସ୍ଥିତ ସମ ନର୍ସିଂ କଲେଜ-୨ ପକ୍ଷରୁ ଆନ୍ତର୍ଜାତିକ ନର୍ସେସ୍ ଦିବସ ପାଳନ କରାଯାଇଛି । ସ୍ୱାସ୍ଥ୍ୟ କ୍ଷେତ୍ରରେ ନର୍ସମାନଙ୍କ ବିଶେଷ ଭୁମିକା ଏବଂ ରୋଗୀଙ୍କ ଜୀବନ ବଂଚାଇବା କ୍ଷେତ୍ରରେ ସେମାନଙ୍କର କାର୍ଯ୍ୟଧାରାକୁ ସମ୍ମାନ ଜଣାଇ ଏହି ଦିବସ ପାଳନ କରାଯାଇଥାଏ ।

ସୋମବାର ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁରସ୍ଥିତ ସରକାରୀ ନର୍ସିଂ କଲେଜର କମ୍ୟୁନିଟି ହେଲ୍‌ଥ ନର୍ସିଂ ବିଭାଗର ପୂର୍ବତନ ମୁଖ୍ୟ ପ୍ରଫେସର ରେଣୁକା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ରାଜ୍ୟ ସରକାରଙ୍କ ଯୁଗ୍ମ ଡିଏମ୍‌ଇଟି ଡାକ୍ତର ରୋମା ରତନ ସାହୁ ସ୍ୱତନ୍ତ୍ର ଅତିଥି ଓ ଭୁବନେଶ୍ୱର ଏମ୍ସର ନର୍ସିଂ ସୁପରିଟେଣ୍ଡେଂଟ ତଥା ଆସିଷ୍ଟାଂଟ ପ୍ରଫେସର ଶ୍ରୀମତି ଗୀତାରାଣୀ ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।

ପ୍ଳୋରେନ୍ସ ନାଇଟିଙ୍ଗଲଙ୍କ ଜନ୍ମ ଦିନକୁ ସମଗ୍ର ବିଶ୍ୱରେ ନର୍ସେସ ଦିବସ ଭାବେ ପାଳନ କରାଯାଉଥିବା ବେଳେ ଏହି ଉପଲକ୍ଷେ ଚଳିତ ବର୍ଷର ପ୍ରସଙ୍ଗ ରହିଛି ‘ଆୱାର ନର୍ସେସ୍‌, ଆୱାର ଫ୍ୟୁଚର, ଏମ୍ପାୱାରଡ ନର୍ସେସ୍ ସେଭ୍ ଲାଇଭ୍‌ସ’ ।
ରୋଗୀଙ୍କ ସେବା ଓ ଚିକିତ୍ସା ସହ ସେମାନଙ୍କର ଜୀବନ ବଂଚାଇବା ଦିଗରେ ନର୍ସ ମାନଙ୍କୁ କିଭଳି ସଶକ୍ତ କରିହେବ ସେନେଇ କାର୍ଯ୍ୟକ୍ରମରେ ଆଲୋଚନା କରାଯାଇଥିଲା ।

ସ୍ୱାସ୍ଥ୍ୟ କ୍ଷେତ୍ରରେ ନର୍ସମାନଙ୍କର ବିଶେଷ ଭୁମିକା ରହିଛି । ତେଣୁ ତାଙ୍କୁ ଆହୁରି ସଶକ୍ତ କରିବା ପାଇଁ ଡବ୍ଲୁଏଚ୍‌ଓ ପକ୍ଷରୁ ଲକ୍ଷ୍ୟ ରଖାଯାଇଥିବା ଅତିଥି ମାନେ ବକ୍ତବ୍ୟରେ କହିଥିଲେ ।
କାର୍ଯକ୍ରମରେ ସମ ନର୍ସିଂ କଲେଜର ନିର୍ଦ୍ଦେଶିକା ପ୍ରଫେସର ପ୍ରଭାତି ତ୍ରୀପାଠି ଏବଂ ସମ ନର୍ସିଂ କଲେଜ-୨ର ଡିନ୍ ପ୍ରଫେସର ଅନୁରାଧା ପଣ୍ଡା ଉପସ୍ଥିତ ରହିଥିଲେ । 

ଆନ୍ତର୍ଜାତିକ ନର୍ସେସ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026
Latest News

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026

ଭୂସ୍ଖଳନ ଯୋଗୁଁ ଟ୍ରେନ୍ ସେବା ପ୍ରଭାବିତ: ବାତିଲ ହେଲା ଟ୍ରେନ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.