Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର
ଆଜିର ଖବର

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୟୂରଭଞ୍ଜ:  ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଗଡ଼ଦେଉଳିଆ ଛକ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ମୟୂରଭଞ୍ଜ ଜିଲ୍ଲା ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ତଥା ଗଡ଼ଦେଉଳିଆ ପେଟ୍ରୋଲ ପମ୍ପର ମାଲିକାଣୀ କମଳା ତିରିଆ ଆହତ ହୋଇଥିବାବେଳେ ତାଙ୍କ ସାନ ପୁଅ ଅଭିଷେକ ତିରିଆ ଓ ଅନେକ ଲୋକ ଗୁରୁତର ହୋଇଛନ୍ତି । ଗର୍ଭବତୀ ବୋହୂ ଦୀପ୍ତିରେଖା ସିଂହଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ସମସ୍ତଙ୍କୁ ବାଲେଶ୍ବର ଜିଲ୍ଲା ରେମୁଣା ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି । 

Share. Facebook Twitter LinkedIn Email WhatsApp Copy Link

Related Posts

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026
Latest News

ଘୋଷଣା ହେଲା ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଟି-୨୦ ଦଳ: ନେତୃତ୍ଵ ନେବେ ଶ୍ରେୟସ ଆୟର

June 6, 2026

ପିଓକେ ପାଇଁ ନିର୍ବାଚନ ଘୋଷଣା କଲା ପାକିସ୍ତାନ: ଜାତିସଂଘରେ କଡ଼ା ପ୍ରତିକ୍ରିୟା ଦେଲା ଭାରତ

June 6, 2026

IND vs AFG ଟେଷ୍ଟ ମ୍ୟାଚରେ ଡେବ୍ୟୁ କଲେ ମାନବ ସୁଥାର: ଜାଣନ୍ତୁ ତାଙ୍କର ଘରୋଇ ପ୍ରଦର୍ଶନ

June 6, 2026

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.