Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା
ଆଜିର ଖବର

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ରାଜସ୍ଥାନ ଏବଂ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ 
ଆଜି ରାଜସ୍ଥାନ ଏବଂ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ 

ନୂଆଦିଲ୍ଲୀ : ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର ହ୍ରାସ କରିବା ଏବଂ ସାର୍ବଜନୀନ ପରିବହନରେ ଯାତ୍ରା କରିବା ପାଇଁ ଦେଶବାସୀଙ୍କୁ ଆହ୍ୱାନ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସୁରକ୍ଷା ବ୍ୟବସ୍ଥା କମ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିଷ୍ପତ୍ତି । କନଭୟର ଆକାର ଓ ଗାଡି ସଂଖ୍ୟା ୫୦ ପ୍ରତିଶତ ହ୍ରାସ ପାଇଁ ନିଷ୍ପତ୍ତି ନିଆଯାଇଛି । ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏହା ଉପରେ କାର୍ଯ୍ୟ କରିଛି ଏସପିଜି । ଇଭି ଗାଡିର ବ୍ୟବହାର ଅଧିକ କରିବାକୁ ନିଷ୍ପତ୍ତି । ଦେଶବାସୀଙ୍କୁ ଇନ୍ଧନ ବଞ୍ଚାଇବା ପାଇଁ ଆହ୍ଵାନ ଦେଇଥିଲେ ମୋଦୀ ।

officialconvoy ପିଏମ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026

ବ୍ରିକ୍ସ ପାଇଁ ଉଡାଣ ଭରିବା ପରେ ଟ୍ରମ୍ପଙ୍କୁ ତାଚ୍ଛଲ୍ୟ କଲେ ଇରାନ ରାଷ୍ଟ୍ରପତି: ଭାରତକୁ ପ୍ରଶଂସା

September 11, 2026
Latest News

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.