Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ
ଆଜିର ଖବର

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇମ୍ଫାଲ: ମଣିପୁରର କାଙ୍ଗପୋକପି ଜିଲ୍ଲାରେ ଆଜି ଉଗ୍ରପନ୍ଥୀଙ୍କ ଆକ୍ରମଣ‌ରେ ୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୪ ଜଣ ଆହତ ହୋଇଛନ୍ତି। ଏକ ଚର୍ଚ୍ଚର ସଦସ୍ୟମାନେ ଚୁରାଚାନ୍ଦପୁରରୁ ଏକ ଧାର୍ମିକ କାର୍ଯ୍ୟକ୍ରମରୁ ଫେରୁଥିବା ବେଳେ କୋଟଜିମ ଏବଂ କୋଟଲେନ ଗ୍ରାମ ନିକଟରେ ସେମାନଙ୍କ ଉପରକୁ ଉଗ୍ରପନ୍ଥୀମାନେ ଗୁଳି ଚଳାଇଥିଲେ। ମୃତକଙ୍କ ମଧ୍ୟରେ ଅଛନ୍ତି ରେଭରେଣ୍ଡ ବି ସିଲେହୋର ଯିଏ କି ମଣିପୁର ବାପ୍‌ଟିଷ୍ଟ କନଭେନସନ୍‌ର ଜଣେ ପୂର୍ବତନ ସାଧାରଣ ସମ୍ପାଦକ। ଅନ୍ୟ ୨ ମୃତକ ହେଉଛନ୍ତି ରେଭରେଣ୍ଡ କୈଗୋଲେନ ଏବଂ ପାଷ୍ଟର ପାଗୋଲେନ। ୩ ଜଣ ପ୍ରମୁଖ ଚର୍ଚ୍ଚ ସଦସ୍ୟଙ୍କୁ ହତ୍ୟା ତୀବ୍ର ଉତ୍ତେଜନା ସୃଷ୍ଟି କରିଛି। ମୁଖ୍ୟମନ୍ତ୍ରୀ ୱାଇ ଖେମଚାନ୍ଦ ସିଂହ ଏହି ଘଟଣାର ନିନ୍ଦା କରିବା ସହ ଶାନ୍ତି ରକ୍ଷା ପାଇଁ ନିବେଦନ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

କିଏ ହେବ କେରଳର ମୁଖ୍ୟମନ୍ତ୍ରୀ ? ନିର୍ବାଚନ ଫଳାଫଳ ଘୋଷଣା ହେବାର ୧୦ ଦିନ ପରେ ବି ଚୟନ ହୋଇପାରୁନି

May 13, 2026

CBI ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ କାର୍ଯ୍ୟକାଳ ବୃଦ୍ଧି

May 13, 2026

ଅମୁଲ ପରେ ମଦର ଡେରୀ ମଧ୍ୟ କ୍ଷୀରର ମୂଲ୍ୟରେ ବୃଦ୍ଧି କଲା

May 13, 2026

ଖୁବ୍ ଶୀଘ୍ର ଚାଲିବ ନୂଆ ପୁରୀ-କୋରାପୁଟ ଏକ୍ସପ୍ରେସ, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

May 13, 2026
Latest News

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026

କିଏ ହେବ କେରଳର ମୁଖ୍ୟମନ୍ତ୍ରୀ ? ନିର୍ବାଚନ ଫଳାଫଳ ଘୋଷଣା ହେବାର ୧୦ ଦିନ ପରେ ବି ଚୟନ ହୋଇପାରୁନି

May 13, 2026

CBI ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ କାର୍ଯ୍ୟକାଳ ବୃଦ୍ଧି

May 13, 2026

ଅମୁଲ ପରେ ମଦର ଡେରୀ ମଧ୍ୟ କ୍ଷୀରର ମୂଲ୍ୟରେ ବୃଦ୍ଧି କଲା

May 13, 2026

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.