Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»CM Grievance Cell: ମଇ ୧୮ ଓ ୨୫ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଆଜିର ଖବର

CM Grievance Cell: ମଇ ୧୮ ଓ ୨୫ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

May 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
CM Grievance Cell
CM Grievance Cell: ମଇ ୧୮ ଓ ୨୫ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

CM Grievance Cell: ଆସନ୍ତା ମଇ ୧୮ ଓ ୨୫ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ। ପ୍ରଚଣ୍ଡ ରୌଦ୍ର ତାପ ଯୋଗୁଁ ଆସନ୍ତା ସୋମବାର ମଇ ୧୮ ତାରିଖ ଓ ପରବର୍ତ୍ତୀ ସୋମବାର ମଇ ୨୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

CM Grievance Cell Mohan Majhi ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ
Share. Facebook Twitter LinkedIn Email WhatsApp Copy Link

Related Posts

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Latest News

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.