Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 
ଆଜିର ଖବର

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପୂର୍ବତଟ ରେଳପଥ ପକ୍ଷରୁ ମଇ ୨୦୨୬ ମଧ୍ୟରେ ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ ଏବଂ ରକ୍ଷଣାବେକ୍ଷଣ କାର୍ଯ୍ୟ କରାଯିବ। ଏହାର ପରିଣାମ ସ୍ୱରୂପ, ନିମ୍ନଲିଖିତ ଟ୍ରେନ୍ ସେବାଗୁଡ଼ିକ ସାମୟିକ ଭାବେ ବାତିଲ ରହିବ:

ଟ୍ରେନ୍ ନମ୍ବର ୧୮୧୨୫ ରାଉରକେଲା–ପୁରୀ ଏକ୍ସପ୍ରେସ୍ ତା ୧୭, ୧୯, ୨୦ ଏବଂ ୩୧ ମଇ, ୨୦୨୬ ରିଖରେ ଯାତ୍ରା ଆରମ୍ଭ କରୁଥିବା ଏହି ଟ୍ରେନ୍ ବାତିଲ ରହିବ।

ସେହିଭଳି ଟ୍ରେନ୍ ନମ୍ବର ୧୮୧୨୬ ପୁରୀ–ରାଉରକେଲା ଏକ୍ସପ୍ରେସ୍: ତା ୧୭, ୧୯, ୨୦ ଏବଂ ୩୧ ମଇ, ୨୦୨୬ ରିଖରେ ବାତିଲ ରହିବ।

ଯାତ୍ରୀମାନଙ୍କୁ ଟ୍ରେନ୍ ସେବାରେ ହୋଇଥିବା ଉପରୋକ୍ତ ପରିବର୍ତ୍ତନଗୁଡ଼ିକୁ ଧ୍ୟାନରେ ରଖି ସେମାନଙ୍କ ଯାତ୍ରାର ଯୋଜନା କରିବାକୁ ପରାମର୍ଶ ଦିଆଯାଉଛି । ଯାତ୍ରା ଆରମ୍ଭ କରିବା ପୂର୍ବରୁ NTES ଏବଂ ସରକାରୀ ରେଳ ଅନୁସନ୍ଧାନ ସେବା ମାଧ୍ୟମରେ ଟ୍ରେନ୍ ଚଳାଚଳର ସଦ୍ୟତମ ସୂଚନା ଯାଞ୍ଚ କରିବାକୁ ଅନୁରୋଧ କରାଯାଉଛି ।

ପୁରୀ–ରାଉରକେଲା ଏକ୍ସପ୍ରେସ୍ ସମ୍ବଲପୁର–ମାନେଶ୍ୱର ସେକ୍ସନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026

ପଡ଼ିଆରେ ଲଢ଼େଇ ପାଇଁ ଯଶସ୍ୱୀ ଜୟସ୍ୱାଲଙ୍କୁ ଦଣ୍ଡ: ଫର୍ଣ୍ଣାଣ୍ଡୋଙ୍କୁ ମଧ୍ୟ ଜରିମାନା କଲା ଆଇସିସି 

August 24, 2026
Latest News

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

‘୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ’: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.