Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବକଙ୍କୁ ଅପହରଣ ପରେ ହତ୍ୟା : ତିନି ଗିରଫ
ଆଜିର ଖବର

ଯୁବକଙ୍କୁ ଅପହରଣ ପରେ ହତ୍ୟା : ତିନି ଗିରଫ

May 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟଗଡା : ଯୁବକଙ୍କୁ ଅପହରଣ ପରେ ହତ୍ୟା ଘଟଣାରେ ତିନି ଜଣ ଗିରଫ ହୋଇଛନ୍ତି । ବିହାର ଔରଙ୍ଗାବାଦରୁ ତିନି ଅଭିଯୁକ୍ତଙ୍କୁ ଗିରଫ କଲା ରାୟଗଡା ପୋଲିସ । ଟ୍ରାଞ୍ଜିଟ ରିମାଣ୍ଡରେ ଅଭିଯୁକ୍ତକୁ ଓଡିଶା ଆଣୁଛି ପୋଲିସ । ମୁଖ୍ୟ ଅଭିଯୁକ୍ତ ମାନେ ହେଲେ ଉମେଶ ହିଆଲ,ରାଜ ସିମେଲି ଓ ଅକ୍ଷୟ ସାମଲ ଓରଫ ଟିଙ୍କୁଲୁ ।
ସୂଚନାଯୋଗ୍ୟଯେ ଗତ ୯ ତାରିଖ ରାତିରେ ରାୟଗଡା ସହର ଇନ୍ଦିରା ନଗର ୩ୟ ଲାଇନରେ କିଛି ଅଜଣା ଦୁର୍ବୁତ୍ତ ଗୁଳି କରି ରାୟଗଡା ସହର ସ୍ଥିତ ଆମ୍ବେଦକର ସାହିର ଜଣେ ଯୁବକ ନିଖିଲ ହାଡ଼ପାକୁ ଗୋଡାଇ ଗୋଡାଇ ହତ୍ୟା କରିଥିଲେ । ପୂର୍ବ ଶତୃତା ଓ ଜୁଆ ଆଡ୍ଡାରୁ ଲୁଟ ଘଟଣାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଇଛି I

3arrested kindapping murder
Share. Facebook Twitter LinkedIn Email WhatsApp Copy Link

Related Posts

ବାରୁଇପୁର ଗଣଦୁଷ୍କର୍ମ ହତ୍ୟା ମାମଲା: ପୋଷ୍ଟମର୍ଟମରେ ସାମ୍ନାକୁ ଆସିଲା ସତ୍ୟ

July 7, 2026

୯ ଜୁଲାଇରେ ଖୋଲିବ ହୀରାକୁଦ ଡ୍ୟାମର ପ୍ରଥମ ଗେଟ

July 7, 2026

ରଥଯାତ୍ରା କର୍ଡନ ପାସକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ନିୟମ ବାହାରେ ଜାରି ହେବନି ଗୋଟିଏ ବି ପାସ

July 7, 2026

ବୈତରଣୀରେ ବଢୁଛି ଜଳସ୍ତର: ଛୋଟ ବନ୍ୟା ଆଶଙ୍କା; ବଡ଼ ବନ୍ୟା ସମ୍ଭାବନା ନାହିଁ

July 7, 2026
Latest News

ବାରୁଇପୁର ଗଣଦୁଷ୍କର୍ମ ହତ୍ୟା ମାମଲା: ପୋଷ୍ଟମର୍ଟମରେ ସାମ୍ନାକୁ ଆସିଲା ସତ୍ୟ

July 7, 2026

୯ ଜୁଲାଇରେ ଖୋଲିବ ହୀରାକୁଦ ଡ୍ୟାମର ପ୍ରଥମ ଗେଟ

July 7, 2026

ରଥଯାତ୍ରା କର୍ଡନ ପାସକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ନିୟମ ବାହାରେ ଜାରି ହେବନି ଗୋଟିଏ ବି ପାସ

July 7, 2026

ବୈତରଣୀରେ ବଢୁଛି ଜଳସ୍ତର: ଛୋଟ ବନ୍ୟା ଆଶଙ୍କା; ବଡ଼ ବନ୍ୟା ସମ୍ଭାବନା ନାହିଁ

July 7, 2026

ସରକାରୀ ଅନୁମୋଦନ ବିନା ଅତିଥି ଶିକ୍ଷକ ନିଯୁକ୍ତି ବିଜ୍ଞପ୍ତି: ଯାଜପୁର ଡିଇଓଙ୍କୁ କାରଣ ଦର୍ଶାଅ ନୋଟିସ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.