Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁର ବୁର୍ଲାରେ ଏନକାଉଣ୍ଟର
ଆଜିର ଖବର

ସମ୍ବଲପୁର ବୁର୍ଲାରେ ଏନକାଉଣ୍ଟର

May 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବୁର୍ଲା : ସମ୍ବଲପୁର ବୁର୍ଲାରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ମନୀଷ ଆହତ । ଆଜି ଭୋର ସକାଳୁ ପୁଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ମନୀଷ ସାହୁ ଆହତ ‌ହୋଇଛି। ଆହତ ମନୀଷକୁ ସମ୍ବଲପୁର ପୁଲିସ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି। ଅପରାଧୀ ମନୀଷ ବିରୋଧରେ ଚୋରି, ଡକାୟତି ଭଳି ୧୪ଟି ମାମଲା ରହିଛି। ଗାଡି ଚେକିଙ୍ଗ ବେଳେ ଖସି ପଳାଇବାକୁ ଚେଷ୍ଟା କରୁଥିଲା ମନୀଷ । ପୋଲିସ ଉପରକୁ୩ ରାଉଣ୍ଡ ଗୁଳି ଚଳାଇଥିଲା । ସୂଚନାଯୋଗ୍ୟ, । ଗତକାଲି ସନ୍ଧ୍ୟାରେ ବ୍ରହ୍ମପୁର ପୁଲିସ ଜଣେ କୁଖ୍ୟାତ ଅପରାଧୀକୁ ଏନ୍‌କାଉଣ୍ଟର କରିଥିଲା।

encounter
Share. Facebook Twitter LinkedIn Email WhatsApp Copy Link

Related Posts

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026
Latest News

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.