Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଢିଲା ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା
ଆଜିର ଖବର

ବଢିଲା ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା

May 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବନ୍ଦେ ମାତରମ୍ ପ୍ରସଙ୍ଗ: କେନ୍ଦ୍ରର ଜବାବ ମାଗିଲେ ସୁପ୍ରିମକୋର୍ଟ
ବନ୍ଦେ ମାତରମ୍ ପ୍ରସଙ୍ଗ: କେନ୍ଦ୍ରର ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ରାଷ୍ଟ୍ରପତିଙ୍କ ମୋହର ବାଜିବା ପରେ ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା ବଢିଲା । ସୁପ୍ରିମକୋର୍ଟ (ବିଚାରପତି ସଂଖ୍ୟା) ସଂଶୋଧନ ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଛି। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ । ଏବେ ସୁପ୍ରମିକୋର୍ଟ ବିଚାରପତି ସଂଖ୍ୟା ୩୩ରୁ ୩୭ କୁ ବୃଦ୍ଧି ହେଲା । ପ୍ରଧାନବିଚାରପତିଙ୍କୁ ବାଦ ଦେଇ ଏବେ ସୁପ୍ରମିକୋର୍ଟ ବିଚାରପତି ସଂଖ୍ୟା ୩୭କୁ ବୃଦ୍ଧି ହୋଇଛି । ତେବେ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ନେଇ ୫ ତାରିଖ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଥିଲା ।

Supreme Court Supreme Court judges
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ତ୍ରୀ ଆଖି ଆଗରେ ଚାଲିଗଲା ସ୍ୱାମୀଙ୍କ ଜୀବନ, ପିକଅପ୍ ଭ୍ୟାନ୍ ଧକ୍କାରେ ମୃତ୍ୟୁ

October 4, 2026

୨ ଇରାନୀ କୂଟନୀତିଜ୍ଞଙ୍କୁ ବହିଷ୍କାର କଲା ଆମେରିକା

October 4, 2026

ବାରଣ୍ଡାରେ ଇ-ସ୍କୁଟି ପାର୍କିଂ ହେଲା କାଳ! ଜଳିଗଲା ସ୍କୁଟି ସହ ବାଇକ୍‌

October 4, 2026

GST ଆଇନରେ ବଡ଼ ପରିବର୍ତ୍ତନ! ଅକ୍ଟୋବର ୭ରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ମାମଲା

October 4, 2026
Latest News

ସ୍ତ୍ରୀ ଆଖି ଆଗରେ ଚାଲିଗଲା ସ୍ୱାମୀଙ୍କ ଜୀବନ, ପିକଅପ୍ ଭ୍ୟାନ୍ ଧକ୍କାରେ ମୃତ୍ୟୁ

October 4, 2026

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେପିର ତତ୍ପରତା: ଜନସମ୍ପର୍କ ଓ ସାଂଗଠନିକ ସମନ୍ୱୟ ଉପରେ ଡି. ପୁରନ୍ଦେଶ୍ୱରୀଙ୍କ ଗୁରୁତ୍ୱ

October 4, 2026

ବିମାନ ଆକ୍ରମଣ ଏଡ଼ାଇଥିବା ଭାରତୀୟ ପାଇଲଟଙ୍କ ସହ କଥା ହେଲେ ନେତନ୍ୟାହୁ

October 4, 2026

୨ ଇରାନୀ କୂଟନୀତିଜ୍ଞଙ୍କୁ ବହିଷ୍କାର କଲା ଆମେରିକା

October 4, 2026

ବୁଲା କୁକୁର ଆତଙ୍କ: ଗୋଟିଏ ଦିନରେ ୧୩ ମେଡିକାଲେ ଭର୍ତ୍ତି, ଲୋକେ ଭୟଭୀତ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.