Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀଶ୍ରୀ ବାବା ପ୍ରତାପେଶ୍ବର ମହାଦେବଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ପୃଥ୍ୱୀରାଜ ହରିଚନ୍ଦନ
ଆଜିର ଖବର

ଶ୍ରୀଶ୍ରୀ ବାବା ପ୍ରତାପେଶ୍ବର ମହାଦେବଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ପୃଥ୍ୱୀରାଜ ହରିଚନ୍ଦନ

May 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Prithviraj Harichandan attends Rudra Mahayajna
Prithviraj Harichandan attends Rudra Mahayajna

ଚିଲିକା: ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହରିପୁର ଶାସନ ଗ୍ରାମର ଆରାଧ୍ୟ ଦେବତା ପଶ୍ଚିମାଭିମୁଖୀ ମହାଶମ୍ଭୁ ଶ୍ରୀ ଶ୍ରୀ ବାବା ପ୍ରତାପେଶ୍ବର ମହାଦେବଙ୍କ ପୀଠରେ ଅନୁଷ୍ଠିତ ହେଉଥିବା ସପ୍ତବିଂଶତମ ରୁଦ୍ର ମହାଯଜ୍ଞ ଓ ଅଷ୍ଟତ୍ରିଂଶ ଶମ୍ଭୁ ମିଳନ ଉତ୍ସବରେ ଯୋଗଦେଇ ପୀଠାଧିପତି ପ୍ରଭୁ ଶ୍ରୀ ଶ୍ରୀ ବାବା ପ୍ରତାପେଶ୍ବର ଦେବଙ୍କ ସମେତ ଛଅ ଗୋଟି ଜିଲ୍ଲାରୁ ଆଗମନ କରିଥିବା ଶମ୍ଭୁ, ଶକ୍ତି ସ୍ବରୁପା କାଠି ଠାକୁରାଣୀ ଓ ଶ୍ରୀ ବିଷ୍ଣୁଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ସହ ଅଞ୍ଚଳବାସୀଙ୍କ ସୁଖ, ଶାନ୍ତି ଓ ପ୍ରଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ଭକ୍ତି, ଆଧ୍ୟାତ୍ମିକତା ଓ ସାଂସ୍କୃତିକ ପରମ୍ପରାର ଏହି ମହାମିଳନ ଉତ୍ସବ ସମଗ୍ର ଅଞ୍ଚଳକୁ ଏକ ଆଧ୍ୟାତ୍ମିକ ପରିବେଶରେ ଉଦ୍ଭାସିତ କରିଥିଲା। ସମସ୍ତ ଆୟୋଜକ ସଦସ୍ୟ ବୃନ୍ଦ, ଗ୍ରାମବାସୀ,ଉପସ୍ଥିତ ସ୍ଥାନୀୟ ମୁରବୀ,ପ୍ରତିନିଧି, ଗୁରୁଜନ, ଶ୍ରଦ୍ଧାଳୁ, ଜନସାଧାରଣ ତଥା କର୍ମକର୍ତ୍ତା ମାନଙ୍କୁ ସେ ଆନ୍ତରିକ ଶୁଭେଚ୍ଛା ଜଣାଇବା ସହ ଅଶେଷ ଧନ୍ୟବାଦ୍ ଜ୍ଞାପନ କରିଛନ୍ତି।

prithviraj harichandan Rudra Mahayajna ପଶ୍ଚିମାଭିମୁଖୀ ମହାଶମ୍ଭୁ ପୃଥ୍ୱୀରାଜ ହରିଚନ୍ଦନ ଶ୍ରୀ ଶ୍ରୀ ବାବା ପ୍ରତାପେଶ୍ବର ମହାଦେବ ଶ୍ରୀଶ୍ରୀ ବାବା ପ୍ରତାପେଶ୍ବର ମହାଦେବ ହରିପୁର ଶାସନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ଆଫସ୍ଲୁଇଟଡିଜକ୍ ଡ୍ୟାମ୍ ପରିଦର୍ଶନ

May 18, 2026

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ କେରଳ କ୍ୟାବିନେଟ ଘୋଷଣା

May 17, 2026

ମୃତ୍ୟୁଞ୍ଜୟ-ହାରାମଣୀ ଛାତ୍ରବୃତ୍ତି ମେଧା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 17, 2026

ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆନୁଷ୍ଠାନିକ ଆଲୋଚନା

May 17, 2026
Latest News

ଶ୍ରୀଶ୍ରୀ ବାବା ପ୍ରତାପେଶ୍ବର ମହାଦେବଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ପୃଥ୍ୱୀରାଜ ହରିଚନ୍ଦନ

May 18, 2026

ପ୍ରଧାନମନ୍ତ୍ରୀଙ୍କ ଆଫସ୍ଲୁଇଟଡିଜକ୍ ଡ୍ୟାମ୍ ପରିଦର୍ଶନ

May 18, 2026

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ କେରଳ କ୍ୟାବିନେଟ ଘୋଷଣା

May 17, 2026

ମୃତ୍ୟୁଞ୍ଜୟ-ହାରାମଣୀ ଛାତ୍ରବୃତ୍ତି ମେଧା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 17, 2026

ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆନୁଷ୍ଠାନିକ ଆଲୋଚନା

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.