Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋର କମିଟି ବୈଠକରେ ନୀତିନ ନବୀନ
ଆଜିର ଖବର

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର : ଆଜି ରାଜ୍ୟ କାର୍ଯ୍ୟାଳୟରେ କୋର କମିଟି ବୈଠକ ଅନୁଷ୍ଠିତ ହେଉଛି । ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ  ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଯୋଗ ଦେଇଛନ୍ତି । ଏହି ଅବସରରେ ନୀତିନ ନବୀନଙ୍କୁ ଭବ୍ୟ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଏହି ବୈଠକରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗଦେଇଛନ୍ତି । ଏହି ବୈଠକରେ ଗୁରୁମନ୍ତ୍ର ଦେବେ ନୀତିନ ନବୀନ । 

କୋର କମିଟି ବୈଠକ ନୀତିନ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

July 18, 2026

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026
Latest News

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

July 18, 2026

ମୌସୁମୀ ଅଧିବେଶନରେ କିପରି ବିଲ ପାସ କରିବେ ମୋଦୀ ସରକାର: ଜାଣନ୍ତୁ ସଂଖ୍ୟା ଗଣିତ

July 18, 2026

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.