Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ
ଆଜିର ଖବର

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଂରାଜୀ ପତ୍ରିକା ‘କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ’ ପକ୍ଷରୁ ସିଏସ୍‌ଆର୍ ସମ୍ମାନ ପ୍ରଦାନ କରାଯାଇଛି ।

ରବିବାର ନୁଆଦିଲ୍ଲୀ ଠାରେ ଆୟୋଜିତ ସିଏସ୍‌ଆର୍ ସମ୍ମାନ ଉତ୍ସବରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ‘ସିଏସ୍‌ଆର୍ ଏମିନେଂଟ ଫାଉଣ୍ଡିଙ୍ଗ୍ ଡାଇରେକ୍ଟର ଅଫ୍ ଲିଡିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ’ ସମ୍ମାନ ପ୍ରଦାନ କରାଯାଇଥିବା ବେଳେ ସୋଆ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟକୁ ‘ସିଏସ୍‌ଆର୍ ଏକ୍ସିଲେନ୍ସ ଇନ୍ ଏଜୁକେସନ୍‌’ ସମ୍ମାନ ପ୍ରଦାନ କରାଯାଇଛି ।

ସେହିପରି ସୋଆର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି – ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)କୁ ‘ସିଏସ୍‌ଆର୍ ଲିଡିଂ ଇନ୍‌ଷ୍ଟିଚ୍ୟୁଟ୍ ଫର ଏକ୍ସିଲେନ୍ସ ଇନ୍ କ୍ୟାରିୟର ଡେଭଲପମେଂଟ ’ ସମ୍ମାନରେ ସମ୍ମାନିତ କରାଯାଇଥିବା ବେଳେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌)କୁ ସିଏସ୍‌ଆର୍ ଟପ୍ ଲିଡିଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ସମ୍ମାନରେ ସମ୍ମାନିତ କରାଯାଇଛି । ସେହିପରି ସୋଆର ଫ୍ୟାକଲ୍ଟି ଅଫ୍ ହୋଟେଲ ମ୍ୟାନେଜମେଂଟ ସୋଆ ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସଏଚ୍‌ଏମ୍‌)କୁ ସିଏସଆର ଟପ୍ ହୋଟେଲ ମ୍ୟାନେଜମେଂଟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ସମ୍ମାନରେ ସମ୍ମାନିତ କରାଯାଇଛି ।
ନୂଆଦିଲ୍ଲୀର ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଅଫିସର-ଅନ୍‌-ସ୍ପେଶାଲ ଡ୍ୟୁଟି ଶ୍ରୀ ପ୍ରୀତମ ନାୟକ ସିଏସ୍‌ଆର୍‌ର ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତି ବନ୍ଦନା ବଧୱାରଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ । ଏହି ଅବସରରେ ସିଏସ୍‌ଆର୍ ଗ୍ରୁପ୍‌ର ଅଧ୍ୟକ୍ଷ ଶ୍ରୀ ଏସ୍‌.କେ. ସଚଦେବ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ପରିବର୍ତ୍ତନ

August 24, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026
Latest News

ପୁରୀ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ପରିବର୍ତ୍ତନ

August 24, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.