Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ପତାକାକୁ ଅସମ୍ମାନ : ବାଲିଆପାଳ ପ୍ରଧାନଶିକ୍ଷକ ନିଲମ୍ବିତ
ଆଜିର ଖବର

ଜାତୀୟ ପତାକାକୁ ଅସମ୍ମାନ : ବାଲିଆପାଳ ପ୍ରଧାନଶିକ୍ଷକ ନିଲମ୍ବିତ

August 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜାତୀୟ ପତାକାଙ୍କୁ ଅସମ୍ମାନ କରି ବାଲିଆପାଳ ବ୍ଲକ ସରାଡିହା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ନଲମ୍ବିତ ହୋଇଛନ୍ତି । ବାଲିଆପାଳ ବ୍ଲକ ଶିକ୍ଷା ଅଧିକାରୀ ତାଙ୍କୁ ନିଲମ୍ବିତ କରିଛନ୍ତି । ଅଗଷ୍ଟ 15 ଦିନ ସ୍ୱାଧୀନତା ଦିବସ ଅବସରରେ ପ୍ରତି ଶିକ୍ଷାନୁଷ୍ଠାନ ଭଳି ବାଲିଆପାଳ ବ୍ଲକ ସରାଡିହା ପ୍ରାଥମିକ ବିଦ୍ୟାଳୟରେ 73 ତମ ସ୍ୱାଧୀନତା ଦିବସ ପାଳନ କରାଯାଇଥିଲା । କିନ୍ତୁ ସେଠାରେ ଭାରତୀୟ ଧ୍ୱଜା ସଂହିତା ନିୟମର ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ନିୟମ ଅନୁସାରେ, ସୂର୍ଯ୍ୟାସ୍ତ ପରେ ପତାକା ଅବତରଣ କରିବା ଆବଶ୍ୟକ । ଏଭଳି ନକଲେ ରାଷ୍ଟ୍ରୀୟ ପତାକା ପ୍ରତି ଏହା ଅପମାନ ବୋଲି ନିୟମ ରହିଛି । ତେବେ ସରାଡିହା ପ୍ରାଥମିକ ବିଦ୍ୟାଳୟର ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ତ୍ରିରଙ୍ଗା ଉଡୁଥିବା ଦେଖିବାକୁ ମିଳିଥିଲା । ଏହାକୁ ନେଇ ଗଣମାଧ୍ୟମରେ ଖବର ପ୍ରସାରଣ ହେବା ପରେ ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ବାଲିଆପାଳ ବ୍ଲକ ଶିକ୍ଷା ଅଧିକାରୀ ତାଙ୍କୁ ନିଲମ୍ବିତ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ମାତରମ୍ ପ୍ରସଙ୍ଗ: କଂଗ୍ରେସର ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

August 21, 2026

ଖରିଫ ଧାନ ସଂଗ୍ରହ ଋତୁ ୨୦୨୬-୨୭ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ତ୍ୱରାନ୍ୱିତ

August 21, 2026

ଫସଲ ବୀମା ଯୋଜନାର ପଞ୍ଜୀକରଣ ଅବଧି ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି

August 21, 2026

ଭୁବନେଶ୍ୱର ଓ ଖୋର୍ଦ୍ଧାର ପିଆଜ ଗୋଦାମ ଉପରେ ଯୋଗାଣ ବିଭାଗ ତରଫରୁ ଚଢାଉ

August 21, 2026
Latest News

ବନ୍ଦେ ମାତରମ୍ ପ୍ରସଙ୍ଗ: କଂଗ୍ରେସର ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

August 21, 2026

ଖରିଫ ଧାନ ସଂଗ୍ରହ ଋତୁ ୨୦୨୬-୨୭ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ତ୍ୱରାନ୍ୱିତ

August 21, 2026

ଫସଲ ବୀମା ଯୋଜନାର ପଞ୍ଜୀକରଣ ଅବଧି ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି

August 21, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ

August 21, 2026

ଭୁବନେଶ୍ୱର ଓ ଖୋର୍ଦ୍ଧାର ପିଆଜ ଗୋଦାମ ଉପରେ ଯୋଗାଣ ବିଭାଗ ତରଫରୁ ଚଢାଉ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.