Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁରରେ ପୁଣି ଏନକାଉଣ୍ଟର
ଆଜିର ଖବର

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର: ସମ୍ବଲପୁରରେ ପୁଣି ଏନକାଉଣ୍ଟର। ଅପରାଧୀଙ୍କ ବିରୋଧରେ ସମ୍ବଲପୁର ପୁଲିସ କ୍ରମାଗତ କାର୍ଯ୍ୟାନୁଷ୍ଠାନ ନେବା ଆରମ୍ଭ କରିଛି। କୁଖ୍ୟାତ ଅପରାଧୀ ବଣ୍ଟି ସୁନାକୁ ହୋଇଛି ଏନକାଉଣ୍ଟର। ଚାରମାଳ ଥାନା ମୋଚିବାହାଲ ଅଞ୍ଚଳରେ ପୋଲିସ ତାକୁ ଏନକାଉଣ୍ଟର କରିଥିବା ବେଳେ ତାର ବାମ ଗୋଡରେ ଗୁଳି ବାଜିଛି। ଆହତ ବଣ୍ଟିକୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଆଜି ସନ୍ଧ୍ୟାରେ ପୁଲିସର ଗୁଳିମାଡ଼ରେ ବଣ୍ଟି ସୁନା ଗୁରୁତର ହୋଇଛି। ସମ୍ବଲପୁର ଜିଲ୍ଲା ଚାଳମାଳ ଥାନା ଅଧୀନ ମୋଚିବାହାଲ ନିକଟରେ ବଣ୍ଟି ସୁନାକୁ ପୁଲିସ ଏନ୍‌କାଉଣ୍ଟର କରିଛି। ବଣ୍ଟି ନାରେ ଗଞ୍ଜେଇ ଚାଲାଣ, ଚୋରି, ଡକାୟତି, ରାହାଜାନୀ, ଲୁଟ୍‌ ଆଦି ୧୬ଟି ମାମଲା ଅଛି ।

ସୂଚନାଯୋଗ୍ୟ, ଦିନକ ତଳେ ସମ୍ବଲପୁରରେ ପୋଲିସ ଏନକାଉଣ୍ଟର କରିଥିଲା । ବୁର୍ଲାରେ ପୋଲିସ ଗୁଳିରେ ଆହତ ହୋଇଥିଲା ଦୁର୍ଦ୍ଦାନ୍ତ ଅପରାଧୀ ମନୀଷ ସାହୁ । ତା ନାଁରେ ଡକାୟତି, ଲୁଟ, ଆର୍ମ୍ସ ଆକ୍ଟ ଓ କୋରେକ୍ସ କାରବାର ସମେତ ୧୪ରୁ ଅଧିକ ମାମଲା ରହିଛି ।

ଏନକାଉଣ୍ଟର ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଟେକ୍‌ଜିଅମ୍ ୨୦୨୬ରେ ଆଇଟିଇଆର ଛାତ୍ରଛାତ୍ରୀଙ୍କୁ ମିଳିଲା ପିପୁଲ୍ସ ଚଏସ୍ ଆୱାର୍ଡ

May 19, 2026

ଗାଡ଼ି ପାର୍କିଂରୁ ଆରମ୍ଭ ହେଲା ବିବାଦ: ଏସ୍ ପି ​​ସାଂସଦ ଇକ୍ରା ହାସନ ଅଟକ

May 19, 2026

ଭାରତ ଆସିବେ ରୁଷ ରାଷ୍ଟ୍ରପତି ପୁଟିନ: ଏକ ବର୍ଷ ମଧ୍ୟରେ ହେବ ଦ୍ୱିତୀୟ ଗସ୍ତ

May 19, 2026

ଆଫଗାନିସ୍ତାନ ଦିନିକିଆ ସିରିଜ ପାଇଁ ଶ୍ରେୟସ ଆୟରଙ୍କୁ ବଡ଼ ଦାୟିତ୍ୱ: ରୋହିତ ଏବଂ ବିରାଟ ସାମିଲ

May 19, 2026
Latest News

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026

ଟେକ୍‌ଜିଅମ୍ ୨୦୨୬ରେ ଆଇଟିଇଆର ଛାତ୍ରଛାତ୍ରୀଙ୍କୁ ମିଳିଲା ପିପୁଲ୍ସ ଚଏସ୍ ଆୱାର୍ଡ

May 19, 2026

ଗାଡ଼ି ପାର୍କିଂରୁ ଆରମ୍ଭ ହେଲା ବିବାଦ: ଏସ୍ ପି ​​ସାଂସଦ ଇକ୍ରା ହାସନ ଅଟକ

May 19, 2026

ଭାରତ ଆସିବେ ରୁଷ ରାଷ୍ଟ୍ରପତି ପୁଟିନ: ଏକ ବର୍ଷ ମଧ୍ୟରେ ହେବ ଦ୍ୱିତୀୟ ଗସ୍ତ

May 19, 2026

ଆଫଗାନିସ୍ତାନ ଦିନିକିଆ ସିରିଜ ପାଇଁ ଶ୍ରେୟସ ଆୟରଙ୍କୁ ବଡ଼ ଦାୟିତ୍ୱ: ରୋହିତ ଏବଂ ବିରାଟ ସାମିଲ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.