Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଙ୍ଗାଧରପୁର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ
ଆଜିର ଖବର

ଗଙ୍ଗାଧରପୁର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ

May 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଙ୍ଗାଧରପୁର ରେଳ ଷ୍ଟେସନ
ଗଙ୍ଗାଧରପୁର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ

ଖୋର୍ଦ୍ଧା: ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ଗଙ୍ଗାଧରପୁର ରେଳ ଷ୍ଟେସନ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଚଳନ୍ତା ଟ୍ରେନରୁ ଖସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୭ଟା ବେଳେ ଗଙ୍ଗାଧରପୁର ରେଳ ଷ୍ଟେସନ ନିକଟସ୍ଥ ପଥର କଟା ଗେଟ୍ ପାଖରେ ଚଳନ୍ତା ଟ୍ରେନରୁ ଖସି ପଡି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ, ଯୁବକ ଜଣକ ଭାରସାମ୍ୟ ହରାଇ ତଳକୁ ଖସି ପଡିଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

ଖବର ପାଇ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଥିଲେ। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ। ରେଳବାଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାର ପ୍ରକୃତ କାରଣ କ’ଣ ତାହା ତଦନ୍ତ ପରେ ଜଣାପଡିବ ବୋଲି ରେଳବାଇ ପୋଲିସ କହିଛି।

ଖୋର୍ଦ୍ଧା ରେଳ ଡିଭିଜନ ଗଙ୍ଗାଧରପୁର ରେଳ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

May 19, 2026

ମସ୍କୋ ଡ୍ରୋନ୍ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

May 19, 2026

ଚିଲିକାରୁ ବେଆଇନ ଘେରି ଉଚ୍ଛେଦ

May 19, 2026

ଡକାୟତି ଯୋଜନା ପଣ୍ଡ: ଦୁଇ ନାବାଳକ ସହ ୩ ଯୁବକ କୋର୍ଟ ଚାଲାଣ

May 19, 2026
Latest News

ଗଙ୍ଗାଧରପୁର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ

May 19, 2026

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

May 19, 2026

ମସ୍କୋ ଡ୍ରୋନ୍ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

May 19, 2026

ଚିଲିକାରୁ ବେଆଇନ ଘେରି ଉଚ୍ଛେଦ

May 19, 2026

ଡକାୟତି ଯୋଜନା ପଣ୍ଡ: ଦୁଇ ନାବାଳକ ସହ ୩ ଯୁବକ କୋର୍ଟ ଚାଲାଣ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.