Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପ୍ରକାଶ ପାଇବ +2 ପରୀକ୍ଷା ଫଳ
ଆଜିର ଖବର

ଆଜି ପ୍ରକାଶ ପାଇବ +2 ପରୀକ୍ଷା ଫଳ

May 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର : ଆଜି ପ୍ରକାଶ ପାଇବା +2 ପରୀକ୍ଷା ଫଳ । ଦିନ ସାଢେ 12ଟା ରେ ଆସିବ ରେଜଲ୍ଟ । ଏକାସାଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ । orissaresult.nic.in ୱେବସାଇଟରେ ପରୀକ୍ଷା ଫଳ ଦେଖିପାରିବେ । chseodisha.nic,in ୱେବ୍ସାଇଟରେ ମଧ୍ୟ ପରୀକ୍ଷା ଫଳ ଦେଖିପାରିବେ । ଡିଜି ଲକର ଆକାଉଣ୍ଟରୁ ମାର୍କସିଟ ଡାଉନଲୋଡ କରିପାରିବେ । ପ୍ରାୟ 4 ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି ।

+2 ଯୁକ୍ତ ଦୁଇ chseodisha orissaresult
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ଏହି ଦିନ ଖେଳିବେ ମ୍ୟାଚ

October 5, 2026

ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ସମ୍ପନ୍ନ

October 5, 2026

ବିଜେପିରେ ଯୋଗଦେଲେ ବଙ୍ଗଳା ଅଭିନେତ୍ରୀ କୋୟଲ ମଲ୍ଲିକ

October 5, 2026

ଛାତ୍ର ସଂସଦ ନିର୍ବାଚନ: ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା ୫ ହଜାର ଟଙ୍କାରେ ସୀମିତ

October 5, 2026
Latest News

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ଏହି ଦିନ ଖେଳିବେ ମ୍ୟାଚ

October 5, 2026

ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ସମ୍ପନ୍ନ

October 5, 2026

୨୦୨୬ ଚିକିତ୍ସା ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ବିଜେତା ଘୋଷଣା

October 5, 2026

ଫର୍ମ-୬ ଉପରେ ସୁପ୍ରିମକୋର୍ଟଙ୍କ ମନ୍ତବ୍ୟ ପରେ ଉତ୍ତେଜନା: CEC ଉପରେ କଡା ପ୍ରତିକ୍ରିୟା ଦେଲା CJP

October 5, 2026

ବିଜେପିରେ ଯୋଗଦେଲେ ବଙ୍ଗଳା ଅଭିନେତ୍ରୀ କୋୟଲ ମଲ୍ଲିକ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.